ବଢୁଛି ଶୀତ, ମଣ୍ଡାସରୁକୁ ପର୍ଯ୍ୟଟକଙ୍କ ଆଗମନ

ରାଇକିଆ, ୧୯।୧୧-(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେରେ ଶୀତର ପ୍ରକୋପ ଦେଖିବାକୁ ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ହ୍ରାସ ହୋଇଥିବାବେଳେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ରାଇକିଆ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଏହା ଅଧିକ ଅନୁଭୂତ ହେଉଛ। ତାପମାତ୍ରା ଖସି ୧୦ ଡିଗ୍ରୀକୁ ଛୁଇଁଛି। ଶୀତର ମଜା ନେବା ପାଇଁ ବାହାର ଜିଲାରୁ ପର୍ଯ୍ୟଟକ ଆସୁଛନ୍ତି। ପ୍ରମୁଖ ପର୍ଯ୍ୟଟନସ୍ଥଳ ମଣ୍ଡାସୁର ଇକୋ ଟୁରିଯିମକୁ ଛୁଟି କଟାଇବା ପାଇଁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇଛ। ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ ପାଇଁ ପ୍ରତ୍ୟେକ ଦିନ ଏଠାରେ ଭିଡ଼ ଜମୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image