Posted inଜାତୀୟ

ଅଶୋକଙ୍କୁ ମିଳିଲା ରାଜ୍ୟ ସଭା ଉପହାର: ଭାଜପାରେ ଯୋଗ ଦେବାର ଗୋଟିଏ ଦିନ ପରେ…

ନୂଆଦିଲ୍ଲୀ,୧୪।୨ : କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ଅଶୋକ ଚୌହ୍ବାନଙ୍କୁ ପରଦିନ ଉପହାର ମିଳିଛି। ବାସ୍ତବରେ ଭାଜପା ରାଜ୍ୟସ ଭା ପାଇଁ ନୂତନ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ୬ ଜଣ ନେତାଙ୍କ ନାମ ଅନ୍ତର୍ଭୁକ୍ତ କରାଯାଇଛି। ସେମାନଙ୍କୁ ଭାଜପା ରାଜ୍ୟ ସଭାକୁ ପଠାଉଛି।

ଏହି ତାଲିକାରେ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକଙ୍କ ନାମ ମଧ୍ୟ ରହିଛି। ଅଶୋକ ମଙ୍ଗଳବାର କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିଲେ। ଗୋଟିଏ ଦିନ ପରେ ଭାଜପା ତାଙ୍କୁ ରାଜ୍ୟ ସଭା ପଠାଇବାକୁ ଘୋଷଣା କରିଛି।

ଭାରତୀୟ ଜନତା ପାର୍ଟି ଦ୍ୱାରା ପ୍ରକାଶିତ ରାଜ୍ୟ ସଭା ପ୍ରାର୍ଥୀଙ୍କ ନୂତନ ତାଲିକାରେ ଗୁଜରାଟରୁ ଜେପି ନଡ୍ଡା, ଗୋବିନ୍ଦଭାଇ ଢେଲକିଆ, ମୟଙ୍କଭାଇ ନାୟକ, ଡ.ଜଶୱନ୍ତସିଂହ ସଲାମସିଂହ ପାରମାରଙ୍କୁ ରାଜ୍ୟ ସଭାକୁ ପଠାଯାଇଛି। ମହାରାଷ୍ଟ୍ରରୁ ଅଶୋକ ଚୌହ୍ବାନ, ଶ୍ରୀମତୀ ମେଧା କୁଲକର୍ଣ୍ଣି ଏବଂ ଡକ୍ଟର ଅଜିତ ଗୋପଚଡେଙ୍କ ନାମ ଅନ୍ତର୍ଭୁକ୍ତ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିବାକୁ ମନା କଲେ କୁନାଲ

ମୁମ୍ବାଇ,୨୫।୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଥିବା ଷ୍ଟାଣ୍ଡ-ଅପ କମେଡିଆନ କୁନାଲ କାମରା କ୍ଷମା ମାଗିବାକୁ ମନା କରିଦେଇଛନ୍ତି।...

କଂଗ୍ରେସ ସହ ମିଶି ଖେଳ ଖେଳିବେ ଓଓ୍ବାଇସି, ସବୁ ପ୍ଲାନ ପ୍ରସ୍ତୁତ!

ନୂଆଦିଲ୍ଲୀ,୨୫।୩: ତେଲଙ୍ଗାନାର ସ୍ଥାନୀୟ ବିଧାନ ପରିଷଦ (MLC) ଆସନ ପାଇଁ ଆଗାମୀ ନିର୍ବାଚନରେ ଏଆଇଏମଆଇଏମ ଏବଂ କଂଗ୍ରେସ ମଧ୍ୟରେ ସମ୍ଭାବ୍ୟ ମେଣ୍ଟ ବିଷୟରେ ଆଲୋଚନା ଜୋର...

PoK ଖାଲି କର ନଚେତ୍‌ ଭୋଗିବ ପରିଣାମ: ପାକିସ୍ତାନକୁ ଧମକ ଦେଲା ଭାରତ

ନୂଆଦିଲ୍ଲୀ,୨୫।୩: ଜାତିସଂଘ (UN) ସୁରକ୍ଷା ପରିଷଦରେ ଭାରତ ପୁଣିଥରେ ପାକିସ୍ତାନକୁ ତାର କାର୍ଯ୍ୟକଳାପ ପାଇଁ ଘେରିଛି। ଶାନ୍ତି ବଜାୟ ରଖିବା ପ୍ରସଙ୍ଗରେ ଆଲୋଚନାବେଳେ ପାକିସ୍ତାନ ପୁଣି...

‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି: ସଂସଦରେ ହେବ ସ୍ବତନ୍ତ୍ର ସ୍କ୍ରିନିଂ

ନୂଆଦିଲ୍ଲୀ,୨୫।୩: ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ...

ଲଣ୍ଡନରେ ସ୍ଲିପର ପିନ୍ଧି ମମତାଙ୍କ ମର୍ନିଂୱାକ୍, ଦେଖି ଚମକି ଗଲେ ବ୍ରିଟିଶ ନାଗରିକ

ଲଣ୍ଡନ,୨୫ା୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲଣ୍ଡନ ହାଇଡ୍ ପାର୍କରେ ଏକ ଶାଢ଼ୀ ଏବଂ ସ୍ଲିପର ପିନ୍ଧି ପ୍ରାତଃ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି। ତୃଣମୂଳ...

ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍‌ରୁ ଡେଇଁଲେ

ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ...

ଶିନ୍ଦେଙ୍କ ପ୍ରତି କୁନାଲ କମ୍ରାଙ୍କ ବିବାଦୀୟ ମନ୍ତବ୍ୟ: ଦି ହାବିଟାଟ୍‌ ଷ୍ଟୁଡିଓ ଭାଙ୍ଗିଲା ବିଏମ୍‌ସି

ମୁମ୍ବାଇ,୨୪ା୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ଶିନ୍ଦେଙ୍କ ପ୍ରତି ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କମ୍ରାଙ୍କ ଅପମାନଜନକ ପରିହାସକୁ ନେଇ ବିବାଦ ଜୋର୍‌ ଧରିଛି। ଏହି...

ଆର୍‌ଏସ୍‌ଏସ୍‌ ଶିକ୍ଷାକୁ ନିୟନ୍ତ୍ରଣ କଲେ ଦେଶ ଧ୍ୱଂସ ହୋଇଯିବ: ରାହୁଲ

ନୂଆଦିଲ୍ଲୀ,୨୪ା୩:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image