Posted inଖେଳ

ସୁପର ଫୋର୍‌ ପାଇଁ ପ୍ଲେ-୧୧ ଘୋଷଣା କଲା ପାକିସ୍ତାନ

ଇସଲାମାବଦ,୬।୯: ଆଜିଠାରୁ ଏସିଆ କପରେ ସୁପର ଫୋର୍‌ ପର୍ଯ୍ୟାୟ ମ୍ୟାଚ ଖେଳାଯିବ। ଭାରତ, ପାକିସ୍ଥାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ସୁପର ଫୋର୍‌ରେ ସ୍ଥାନ ପାଇଛନ୍ତି। ଆଜି ଲାହୋରରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସୁପର -୪ ର ପ୍ରଥମ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ପାକିସ୍ତାନ ପ୍ଲେ-୧୧ ଘୋଷଣା କରିଛି।

ବର୍ତ୍ତମାନ ପର୍ଯ୍ୟନ୍ତ ପାକିସ୍ତାନ ୨୦୨୩ ଏସିଆ କପରେ ଦୁଇଟି ମ୍ୟାଚ ଖେଳିଛି। ନେପାଳରୁ ପାକିସ୍ତାନ ଏହାର ପ୍ରଥମ ମ୍ୟାଚ ଜିତିଥିଲା। ଏଥି ସହିତ ବର୍ଷା ହେତୁ ଭାରତ ବିପକ୍ଷ ମ୍ୟାଚ ଡ୍ର ହୋଇଯାଇଥିଲା। ଏହି ଉଭୟ ମ୍ୟାଚରେ ପାକିସ୍ତାନର ପ୍ଲେ-୧୧ ସାମନ ଥିଲା।

ସୁପର ଫୋର୍‌ ପର୍ଯ୍ୟାୟର ପ୍ରଥମ ମ୍ୟାଚ ପାଇଁ ପାକିସ୍ତାନ ଅଧିନାୟକ ବାବର ଆଜାମ ପ୍ଲେ-୧୧ ଘୋଷଣା କରିଛନ୍ତି। ପାକିସ୍ତାନର ପ୍ଲେ-୧୧ ଏକ ବଡ଼ ପରିବର୍ତ୍ତନ ହୋଇଛି। ଷ୍ଟାର ଅଲରାଉଣ୍ଡର ମହମ୍ମଦ ନୱାଜ ଦଳରୁ ଓହରିଯାଇଛନ୍ତି। ତାଙ୍କ ସ୍ଥାନରେ ଦ୍ରୁତ ବୋଲିଂ ଅଲରାଉଣ୍ଡର ଫହିମ ଆଶ୍ରଫ ପ୍ରବେଶ କରିଛନ୍ତି। ଦ୍ରୁତ ବୋଲିଂ ସହିତ ଫହିମ ମଧ୍ୟ ନିମ୍ନ କ୍ରମରେ ଭଲ ବ୍ୟାଟିଂ କରିପାରନ୍ତି।

ବାଂଲାଦେଶ ବିପକ୍ଷ ମ୍ୟାଚ ପାଇଁ ପାକିସ୍ତାନର ପ୍ଲେ-୧୧- ଇମାମ ଉଲ ହକ, ଫଖର ଜମାନ, ବାବର ଆଜାମ (ଅଧିନାୟକ), ମହମ୍ମଦ ରିଜୱାନ (ଉଇକେଟଥ କିପର), ଇପ୍ତିଖର ଅହମ୍ମଦ, ସଲମାନ ଅଲି ଆଗା, ଶାଦବ ଖାନ, ଫହିମ ଆଶ୍ରଫ, ଶାହିନ ଶାହ ଆଫ୍ରିଦି, ହରିସ ରଉଫ ଏବଂ ନାସିମ ଶାହା।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ...

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri