Posted inଖେଳ

ପୂର୍ବତନ ପାକିସ୍ତାନ କ୍ରିକେଟରଙ୍କ ବଡ଼ ଖୁଲାସା: ଅବସର ପରେ କୋକେନ ଜାଲରେ ଫସିଥିଲି…

ଲାହୋର,୩୦।୧୦:ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକ୍ରମ ବିଶ୍ୱର ଶ୍ରେଷ୍ଠ ଦ୍ରୁତ ବୋଲରଙ୍କ ମଧ୍ୟରୁ ଜଣେ। ଏବେ ସେ ଏକ ବଡ଼ ଖୁଲାସା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ ଡ୍ରଗ୍ସର ଜାଲରେ ଫସିଯାଇଥିଲେ। ୨୦୦୯ରେ ପ୍ରଥମ ସ୍ତ୍ରୀ ହୁମାଙ୍କ ମୃତ୍ୟୁ ପରେ ଏହି ଅଭ୍ୟାସ ଛାଡ଼ିଥିଲେ।

ଦ ଟାଇମ୍ସ ଦ୍ୱାରା ପ୍ରକାଶିତ ଓ୍ବାସିମଙ୍କ ଆତ୍ମଜୀବନୀ ‘ସୁଲ୍‌ତାନ: ଏ ମେମୋୟାର’ରେ ଅକ୍ରମ କହିଛନ୍ତି, ମୋତେ ପାର୍ଟି କରିବାକୁ ଭଲ ଲାଗୁଥିଲା। ଏସବୁ ମୋ ଉପରେ ପ୍ରଭାବ ପକାଇଥିଲି। ଦିନ ଏମିତି ହୋଇଥିଲା ମୁଁ କୋକେନର ମାତ୍ରାଧିକ ସେବନ କରୁଥିଲି। ଇଂଲଣ୍ଡରେ ଏକ ପାର୍ଟିରେ ମୋତେ ଏହା ପ୍ରଥମ ଥର ପାଇଁ ଖାଇବାର ସୁଯୋଗ ମିଳିଥିଲା। ପରେ ଏହାର ଜାଲରେ ଫସିଯାଇଥିଲି। ସ୍ତ୍ରୀ ମୋତେ ନିଶା ସେବନ କରୁଥିବାର ଧରି ନେଇଥିଲେ। ଡାକ୍ତରଙ୍କ ସହାୟତା ନେଇ ଠକି ଯାଇଥିଲି। ପରିସ୍ଥିତି ଏପରି ହୋଇଥିଲା ଯେ ହୁମାଙ୍କ ଠାରୁ ଛାଡ଼ପତ୍ର ନେଇଥାନ୍ତି। ହେଲେ ୨୦୦୯ରେ ଏକ ରୋଗରେ ତାଙ୍କର ମୃତ୍ୟୁ ହୋଇଥିଲା। ହେଲେ ତାଙ୍କ ପ୍ରୟାସ ଯୋଗୁ ମୁଁ ନିଶା କବଳରୁ ମୁକ୍ତ ହୋଇଥିଲି। ସେ ଜୀବନର ଅନ୍ତ କରି ମୁଁ ଆଗକୁ ବଢ଼ିଥିଲି।

ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ଅକ୍‌ରମ ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ୩ ସନ୍ତାନ ରହିଛି। ପ୍ରଥମ ବିବାହରୁ ଦୁଇ ପୁଅ ଏବଂ ଦ୍ୱିତୀୟରୁ ଜଣେ ଝିଅ ରହିଛନ୍ତି। ନିଜ ସନ୍ତାନଙ୍କ ଲାଗି ବହି ଲେଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri