‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ ଚର୍ଚ୍ଚା ଜୋର ଧରିଛି। ହିମନ୍ତ କହିଛନ୍ତି, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ଲୁଚାଇ ରଖିଛନ୍ତି। କମିଶନ ତଦନ୍ତ କଲେ, ବିଧାନସଭାରେ ରିପୋର୍ଟ ସାର୍ବଜନୀନ ହେଲାନି।

ହିମନ୍ତ କହିଛନ୍ତି, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ପାତାଳରେ ଥିଲେ ବି ଖୋଜି ବାହାର କରିବୁ। ଅଯୋଧ୍ୟାରେ ରାମ ମନ୍ଦିର ହେବନି ଭାବୁଥିଲେ, ହେଲେ ତାହା ମୋଦିଙ୍କ ପାଇଁ ସମ୍ଭବ ହେଲା। ସେହିଭଳି ରତ୍ନଭଣ୍ଡାର ଚାବି ମୋଦି ବାହାର କରିବେ। ରାଜନୀତିରେ ଠକାମୀ ପାଇଁ ନୋବେଲ ଥିଲେ ପାଣ୍ଡିଆନଙ୍କୁ ମିଳିଥାଆନ୍ତା। ମୋଦି ମାଗଣା ଚାଉଳ ଦେଉଛନ୍ତି, ଦମ୍‌ ଅଛି ତ ଅଧ କିଲୋ ଡାଲି ଦିଅ। ତେବେ ହିମନ୍ତଙ୍କ ମନ୍ତବ୍ୟ ନେଇ ବିଜେଡିର କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri