ସମିତିସଭ୍ୟଙ୍କୁ ଆକ୍ରମଣ: ୩ ଆହତ

ପିପିଲି,୨୪।୩: ପୁରୀ ଜିଲା ପିପିଲିରେ ରାଜନୈତିକ ହିଂସା ଦେଖାଯାଇଛି। ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ସମିତିସଭ୍ୟଙ୍କୁ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମତେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share