ମହିଳାଙ୍କୁ ଆକ୍ରମଣ କରି ଗଣବଳାତ୍କାର

ଫୁଲବାଣୀ ଅଫିସ, ୨୫ା୧: ଫୁଲବାଣୀ ସଦର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ ସହ ଗଣବଳାତ୍କାର କରାଯାଇଛି। ଗତ ରବିବାର ସନ୍ଧ୍ୟାରେ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ନ ଥିଲେ। କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ଘରେ ପଶି ପ୍ରଥମେ ତାଙ୍କ କାରର ଆଗପଛ କାଚ ଭାଙ୍ଗିଥିଲେ। ପ୍ରତିରୋଧ କରିବାରୁ ସେମାନେ ଗଣବଳାତ୍କାର କରିଥିବା ମହିଳା ଜଣକ ସଦର ଥାନାରେ ଅଭିଯୋଗ କରିଛନ୍ତି। ପୀଡ଼ିତା ଏବଂ ତାଙ୍କ ସ୍ବାମୀ କହିଛନ୍ତି ଯେ, ପ୍ରାୟ ୨ ମାସ ପୂର୍ବେ ଜଣେ ବ୍ୟକ୍ତିଙ୍କ ସହିତ ତାଙ୍କର ଝଗଡ଼ା ହୋଇଥିଲା। ସେହି ରାଗ ଶୁଝାଇବାକୁ ସମ୍ପୃକ୍ତ ବ୍ୟକ୍ତିମାନେ ଏଭଳି କାଣ୍ଡ କରିଛନ୍ତି। ଏ ନେଇ ଥାନାରେ ନଂ.୧୨/୨୩ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡରେ ସିରିଜ ଚୋରି ମାମଲା: ମାଷ୍ଟର ମାଇଣ୍ଡ ଗଲେ ଜେଲ୍‌

ଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ...

ଆଳୁ ରପ୍ତାନି ଉପରେ ରୋକ୍‌ ଲଗାଇଲେ ଦିଦି: ସୀମାନ୍ତରୁ ଫେରିଗଲା ଶତାଧିକ ଆଳୁ ଟ୍ରକ୍‌

ଭୋଗରାଇ,୨୮ା୧୧(ପ୍ରଦୀପ ଦାସ): ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପୁଣି ଅଙ୍କୁଶ ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିଜ ରାଜ୍ୟରେ ଆଳୁ...

ଅପରେଶନ ଗ୍ରୀନ କ୍ଲିନ: ୭ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେଶନ ଗ୍ରୀନ କ୍ଲିନ ଆରମ୍ଭ ହୋଇଥିବା ବେଳେ ଅଡ଼ବା ଥାନା ଅଞ୍ଚଳରେ...

ୟୁନିୟନ ବ୍ୟାଙ୍କରୁ ଚୋରି

ଚିକିଟି,୨୮ା୧୧(ପ୍ରକାଶ ଚନ୍ଦ୍ର ସାହୁ): କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଛକରେ ଥିବା ୟୁନିଅନ ବ୍ୟାଙ୍କ ଶାଖାରୁ ଚୋରି ହୋଇଛି। ଦୁର୍ବୃତ୍ତ ଲକର ଖୋଲିବାକୁ...

ଅଙ୍ଗନୱାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ଖଜୁରୀପଡ଼ା ୨୮ା୧୧(ବିଦୁର ବେହେରା): ବାରମ୍ବାର ଦାବି ପରେ ଆଡାଶିପଡା ପଞ୍ଚାୟତ ପାଣ୍ଡରାବାଡ଼ି ଗ୍ରାମରେ ୨୦୨୧ରେ ମିନି ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ ହୋଇଥିଲା। ଗୃହ ନିର୍ମାଣ ହୋଇ...

ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି।...

ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବେଆଇନ ବାଲି ଚୋରାଚାଲାଣ: ଖୋଲା ଚ୍ୟାଲେଞ୍ଜ ଦେଇ ମାଫିଆ…

ଦିଗପହଣ୍ଡି, ୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମଦେଇ ବହି ଯାଉଥିବା ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବାଲି...

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri