ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।
ବିଧାନସଭାରେ ରହିଥିବା ସମ୍ବିଧାନର ମୁଖବନ୍ଧରେ ସିକ୍ୟୁଲାର ଏବଂ ସୋସିଆଲିଷ୍ଟ ଶବ୍ଦ ନାହିଁ। ମାତ୍ର ସୋମବାର  ସୁପ୍ରିମକୋର୍ଟରେ ଏହି ଶବ୍ଦ ରଖିବାକୁ ନିର୍ଦ୍ଦେଶ ରହିଥିଲେ ସୁଦ୍ଧା ଏହି ସମ୍ବିଧାନକୁ ବଦଳାଇବାକୁ ବିଜେଡି ଦାବି କରିଛି  ।  ଏହାକୁ ନେଇ ବିଧାନସଭାରେ ବିଜେଡି ଓ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏହା ପୂର୍ବରୁ ପ୍ରଶ୍ନକାଳରେ ମଧ୍ୟ ହୋହଲ୍ଲା ଦେଖିବାକୁ ମିଳିଥିଲା। ଉଭୟ ବିଜେଡି ଓ କଂଗ୍ରେସ ବିଧାୟକ ଅନାହାର ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କରିବା ସହ ପ୍ରବଳ ହଟ୍ଟଗୋଳ କରିଥିଲେ। ବିରୋଧୀ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଖଣି ବ୍ୟବସାୟୀଙ୍କ ଘରେ ପଶିଲା ଇଡି, ଚାଲିଛି ଚଢାଉ

ଭୁବନେଶ୍ୱର,୮।୧: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ପଶିଲା ଇଡି। ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ...

ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ...

ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ: ଜୟଶଙ୍କର

ଭୁବନେଶ୍ବର,୮।୧: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ

ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା...

ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ...

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri