Posted inଜାତୀୟ

ନିର୍ବାଚନ ୫ ରାଜ୍ୟରୁ ଜବତ ହେଲା ୧,୭୬୬ କୋଟି

ନୂଆଦିଲ୍ଲୀ,୩୦ା୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ହେଲେ ଭୋଟରଙ୍କୁ ପ୍ରଲୋଭିତ କରିବା ପାଇଁ ମାଗଣା ଉପହାର ସାଙ୍ଗକୁ ଡ୍ରଗ୍ସ, ମଦ ଓ ଟଙ୍କା ବଣ୍ଟାକୁ ରୋକିବା ପାଇଁ ନିର୍ବାଚନ ଅନୁଷ୍ଠିତ ୫ ରାଜ୍ୟରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ୧,୭୬୬ କୋଟି ଟଙ୍କାର ନଗଦ ଅର୍ଥ ଓ ନିଶାଦ୍ରବ୍ୟ ଜବତ ହୋଇଥିବା ନିର୍ବାଚନ କମିଶନ (ଇସି) କହିଛନ୍ତି।

ଏପରିକି ସ୍ଥାନୀୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଓ ଅଭିଯୋଗ ଆଧାରରେ ଇସି ବିଭିନ୍ନ ରାଜନେତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ପହଲଗାମ ଛାତିଥରା ଆକ୍ରମଣ ପଛରେ ପାକିସ୍ତାନ ହାତ, ଖୋଜି ଖୋଜି ହିନ୍ଦୁଙ୍କୁ ଗୁଳି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୨୨।୪: ଭାରତ ଇତିହାସରେ ଏହି ତାରିଖ ସମୂହିକ ସ୍ମୃତିରେ ଚିରସ୍ଥାୟୀ ହୋଇ ରହିବ। ଯେଉଁଦିନ ଆତଙ୍କବାଦୀମାନେ ଭାରତର “ମିନି ସ୍ୱିଜରଲ୍ୟାଣ୍ଡ” କୁହାଯାଉଥିବା ପହଲଗାମର ଅପୂର୍ବ...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

ଖୋଜି ଖୋଜି ହିନ୍ଦୁଙ୍କୁ ହତ୍ୟା କଲେ ଆତଙ୍କବାଦୀ; ମୋଦି କହିଲେ-‘କାହାରିକୁ ଛଡ଼ାଯିବ ନାହିଁ’

ନୂଆଦିଲ୍ଲୀ, ୨୨।୪: ଏକ ଭୟଙ୍କର ଲକ୍ଷ୍ୟଭିତ୍ତିକ ଆତଙ୍କବାଦୀ ଘଟଣାରେ, ଇସଲାମିକ ଉଗ୍ରପନ୍ଥୀମାନେ ମଙ୍ଗଳବାର ଦକ୍ଷିଣ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଆକ୍ରମଣ କରିଥିଲେ,...

‘ମୋଦିଙ୍କୁ ଯାଇ କହିବ,’ସ୍ୱାମୀଙ୍କୁ ହତ୍ୟା କରିବା ପରେ ମହିଳାଙ୍କୁ ଏମିତି କହିଲେ ପହଲଗାମ ଆକ୍ରମଣକାରୀ

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକର ଶିବମୋଗାର ଜଣେ ବ୍ୟକ୍ତି ମଙ୍ଗଳବାର ତାଙ୍କ ପରିବାର ସହ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଛୁଟି କାଟୁଥିବା ବେଳେ ଏକ ଆତଙ୍କବାଦୀ...

ପହଲଗାମ ଆତଙ୍କବାଦୀ ଆକ୍ରମଣ: ଅତିକମରେ ୨୪ ହିନ୍ଦୁ ପର୍ଯ୍ୟଟକ ମୃତ, ପୁଲିସ ସୂତ୍ରରୁ ମିଳିଲା ବଡ ସୂଚନା

ନୂଆଦିଲ୍ଲୀ, ୨୨।୪: ଏକ ବିନାଶକାରୀ ଆତଙ୍କବାଦୀ କାର୍ଯ୍ୟରେ, ପହଲଗାମ ନିକଟସ୍ଥ ବୈସାରଣ ମେଦୋରେ ବନ୍ଧୁକଧାରୀମାନେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଗୁଳି ଚଳାଇବାରେ ଅତିକମରେ ୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image