ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଆରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2025: ‘ଗୁଡ ବାୟ ଇଣ୍ଡିଆ’ ଆଇପିଏଲ ୨୦୨୫ ମଝିରେ ଛାଡ଼ି ଚାଲି ଯାଉଛନ୍ତି Pat Cummins? ପତ୍ନୀଙ୍କ ପୋଷ୍ଟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୮।୪: ଆଇପିଏଲ ୨୦୨୫ରେ, ଗୁରୁବାର ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିଥିଲା। ୱାଙ୍ଖଡେରେ ଖେଳାଯାଇଥିବା ମ୍ୟାଚରେ Pat Cumminsଙ୍କ ଅଧିନାୟକତ୍ୱରେ ଦଳ ଏକ ଶୋଚନୀୟ ପରାଜୟ...

New Toll System: ମେ’୧ରୁ ଲାଗୁ ହେବ ନୂଆ ଟୋଲ ସିଷ୍ଟମ? ବନ୍ଦ ହୋଇଯିବ କି FASTag ସିଷ୍ଟମ, ଜାଣନ୍ତୁ ଏହାର ଉତ୍ତର

ନୂଆଦିଲ୍ଲୀ,୧୮।୪: ସାଟେଲାଇଟ-ଆଧାରିତ ଟୋଲିଂ ସିଷ୍ଟମ ୧ ମଇ, ୨୦୨୫ ରୁ ଆରମ୍ଭ ହେବ। ଏହି ସିଷ୍ଟମ ପୂର୍ବରୁ ଥିବା FASTag-ଆଧାରିତ ଟୋଲ ସଂଗ୍ରହ ସିଷ୍ଟମକୁ ବଦଳାଇବ।...

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର

ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର...

Russia Ukraine War: ରୁଷିଆ-ୟୁକ୍ରେନକୁ ଅଲଟିମେଟମ ଦେଲେ ଟ୍ରମ୍ପ, କିଛି ସପ୍ତାହ ମଧ୍ୟରେ ଚୁକ୍ତି ନ ହେଲେ…

ଓ୍ବାଶିଂଟନ,୧୮।୪: ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେବା ପରେ, ଟ୍ରମ୍ପଙ୍କ ନିଷ୍ପତ୍ତି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧବିରତି ସୃଷ୍ଟି କରିବ ବୋଲି ମନେ ହେଉଥିଲା।...

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟକୁ  ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image