ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ,୧୨।୭: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନିମାପଡ଼ା ସବ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଢ଼େଙ୍କାନାଳସ୍ଥିତ ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ ହାଉସରେ ଭିଜିଲାନ୍ସ ଟିମ ଚଢାଉ କରିଛନ୍ତି। ଏହା ସହିତ ନିମାପଡ଼ା ଓ ଭୁବନେଶ୍ୱରରେ ମଧ୍ୟ ଚଢାଉ ଚାଲିଥିବା ସୂଚନା ମିଳିଛି। ଏହି ଚଢାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା...

ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…

ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର...

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଡଙ୍ଗାରେ ଥିବା କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡିଗଲେ ନାବାଳିକା

ଭୁବନେଶ୍ୱର,୧୫।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ। ପାଣିରେ ବୁଡିଯାଇ ନାବାଳିକାଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ମାଲକାନଗିରି ଜିଲା ସଦର ଥାନା ଚମ୍ପାନଗରରେ ଘଟିଛି। ମୃତା...

ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌: ଜୟନାରାୟଣ

ସମ୍ବଲପୁର,୧୫।୧୧(ଭବାନୀ ଶଙ୍କର ଭୋଇ)\:ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌ । କେସ୍‌, ମୋ ପାଇଁ କେସ୍‌ ଗୋଟେ ଉପହାର ସଦୃଶ ା ବିଜେଡି ସରକାର...

ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇଲେ ଓଡ଼ିଶାବାସୀ, ସବୁଠି ଭିଡ଼

ଭୁବନେଶ୍ୱର/କଟକ,୧୫ା୧୧: ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ମଧ୍ୟ ଡଙ୍ଗା ଭସାଇଛନ୍ତି।...

କାର୍ତ୍ତିକ ସରିଲା, ଶୀତ ଗାଏବ: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡି, ୧୫।୧୧ (ଅରୁଣ ସାହୁ): କାର୍ତ୍ତିକ ସରିଲା ହେଲେ ଅଦ୍ୟାବଧି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୀତ ଆସିନାହିଁ । ଏହି ସମୟରେ ସର୍ବନିମ୍ମ...

ଆରୁହା ପାହାଡ଼ରେ ବେଆଇନ କଳାପଥର ଖାଦାନ

ଯାଜପୁର,୧୫ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଏତେ ପରିମାଣରେ ବେଆଇନ କ୍ରଶର ଏବଂ ପଥର ଖାଦାନ ଚାଲିଛି ଯେ, ସ୍କୁଲ ପିଲାଙ୍କ ଜୀବନ...

ରାଜ ପରିବାର: ଭାଇ-ଭାଇ ପତିଆରା କଳି

ବଲାଙ୍ଗୀର,୧୫ା୧୧(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନ ପରେ ବଲାଙ୍ଗୀରରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। ୨୪ ବର୍ଷର ନବୀନ ସରକାରର ପତନ ପରେ ବିଜେଡି ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri