ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଭୁବନେଶ୍ୱର ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ସୋମବାର ସକାଳୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱରସ୍ଥିତ ଅଫିସ, କଟକ, ଜଟଣୀ ଏବଂ କୁଜଙ୍ଗରେ ମଧ୍ୟ ରେଡ୍‌ ଚାଲିଛି।

Share