ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଖୋର୍ଦ୍ଧା ଅଫିସ,୭।୧୨: ଜଳସେଚନ ବିଭାଗର ଅତିରିକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ କାମଦେବ ବିଶ୍ବାଳଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବିଲ ପାସ କରାଇଦେବା ପାଇଁ ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରପଡିଛନ୍ତି। ତାଙ୍କ ଭୁବନେଶ୍ବର ସ୍ଥିତ ଗଙ୍ଗନଗର ବାସଭବନ ଓ ସରକାରୀ କାର୍ଯ୍ୟଳୟରେ ଚଢଉ ଜାରି ରହିଛି। ଭୁବନେଶ୍ବର ଭିଜିଲାନ୍ସ ଡିଏସ୍‌ପି କେବି ଆଚାର୍ଯ୍ୟଙ୍କ ନେତୃତ୍ୱରେ ୮ ଜଣିଆ ଟିମ୍‌ ଚଢାଉରେ ସାମିଲ ହୋଇଛନ୍ତି। କାମଦେବଙ୍କୁ ଭୁବନେଶ୍ବର ଅଫିସକୁ ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା...

କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି...

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।...

ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର...

ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା...

ଗାଧୋଇବାକୁ ଯାଇ କାଲିଠୁ ନିଖୋଜ ଥିଲେ ବ୍ୟକ୍ତି, ଆଜି ପୋଖରୀରୁ ମିଳିଲା ମୃତଦେହ

କଳାପଥର,୧ା୧୧(ଗଙ୍ଗାଧର ସାହୁ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଠଣାପଲ୍ଲୀ ସାନ ନୟାପଲି ଗାଁରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ...

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି...

ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri