ଲାଞ୍ଚ ନେଇ ସହକାରୀ ଆର୍‌ଆଇ ଗିରଫ

କଟକ,୪ା୭(କାର୍ତ୍ତିକ ସାହୁ): ପୁରୀ ତହସିଲ ଅଧୀନ ଚନ୍ଦନପୁର ଆର୍‌ଆଇ ସର୍କଲର ସହକାରୀ ଆର୍‌ଆଇ ପବିତ୍ର କୁମାର କାଣ୍ଡି ଲାଞ୍ଚ ନେବା ମାମଲାରେ ଗୁରୁବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ୫୧୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।

ଚାଷଜମିକୁ ବାସୋପଯୋଗୀ ଜମିଳ କିସମ ପରିବର୍ତ୍ତନ ପାଇଁ ତଦନ୍ତ ରିପୋର୍ଟ ପ୍ରଦାନ କରିବା ନିମନ୍ତେ ଏହି ଅର୍ଥ ସେ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ଦାବି କରିଥିଲେ। ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରାଯାଇଛି। ସାକ୍ଷୀମାନଙ୍କ ଉପସ୍ଥିତିରେ ତାଙ୍କ ବାମ ହାତ ଓ ପ୍ୟାଣ୍ଟ ପକେଟ ଧୋଇବା ପରେ ରାସାୟନିକ ପ୍ରତିକ୍ରିୟାରୁ ରଙ୍ଗ ବାହାରିଥିଲା। ଏହାପରେ ତାଙ୍କ ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ବ୍ୟାଙ୍କ କଲୋନୀସ୍ଥିତ ବାସଭବନ ଓ କାକଟପୁର ଥାନା ଫକୀରପାଟଣାସ୍ଥିତ ପୈତୃକ ଘରେ ଏକ ସମୟରେ ଚଢ଼ାଉ କରାଯାଇଥିଲା। ଅଭିଯୁକ୍ତ ଏଆର୍‌ଆଇ କାଣ୍ଡିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ମାମଲା ଏକ ମାମଲା(ନଂ.୧୨/୨୦୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ସତରେ ମଣିଷଙ୍କୁ ପଥର କରିଦେବେ ଏଲିଅନ? ଆମେରିକା ଗୁଇନ୍ଦା ଏଜେନ୍ସିର ରିପୋର୍ଟ ଲିକ୍‌

ଆମ ଦୁନିଆ ବ୍ୟତୀତ ଆହୁରି ଅନେକ ଦୁନିଆ ଥାଇପାରେ। ଯାହା ପୂର୍ବରୁ ଅନେକ ଥର ଶୁଣିଛୁ ଏବଂ ଅନେକ ହଲିଉଡ ଚଳଚ୍ଚିତ୍ରରେ ମଧ୍ୟ ଦେଖିଛୁ। ଅନେକ...

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video

ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍‌ ସିଜନ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍‌ରୁ ୨ ମ୍ୟାଚ୍‌ ଦଳ ଜିତିଥିବା ବେଳେ ଆଘାତ...

କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର...

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ...

ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ...

ଏହି ୪ ରାଶିରେ ଜନ୍ମିତ ଯୁବତୀ ଜୀବନସାଥୀଙ୍କ ପାଇଁ ବହୁତ ଲକି; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ

ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ...

ଟେନଶନରେ ମାହି, CSK ଜିତିଲା ପରେ ଆଣିଲେ ସାଂଘାତିକ ଅଭିଯୋଗ!

ଲକ୍ଷ୍ନୌ,୧୫।୪: ୧୪ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗସ, ଲକ୍ଷ୍ନୌ ସୁପରଜିଆଣ୍ଟସକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପାଞ୍ଚ ୱିକେଟରେ ପରାସ୍ତ କରିଛି। କ୍ରମାଗତ ପାଞ୍ଚ ଥର ପରାଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image