Advertisement

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share
Tags: Assembly