ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ: ଅଞ୍ଜନ ସଭାପତି, ସୁଧାଂଶୁ ଶେଖର ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ ନିର୍ବାଚନ ବିନା ପ୍ରତିଦ୍ବନ୍ଦ୍ୱିତାରେ ଶେଷ ହୋଇଛି। ପ୍ରତି ପଦବୀ ପାଇଁ ୨ ଜଣ ଲେଖାଏ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ ହେଁ ପରେ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନପତ୍ର ପ୍ରତ୍ୟାହାର କରିନେଇଥିଲେ। ଫଳରେ ପ୍ରତି ପଦବୀ ପାଇଁ ଜଣେ ଲେଖାଏ ପ୍ରାର୍ଥୀ ଥିବାରୁ ଭୋଟଗ୍ରହଣର ଆବଶ୍ୟକତା ପଡ଼ି ନ ଥିଲା। ସମସ୍ତଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ଘୋଷଣା କରାଯାଇଥିବା ନିର୍ବାଚନ ଅଧିକାରୀ ସୁଜିତ ବିଶ୍ୱାଳ କହିଛନ୍ତି। ସଭାପତି ଭାବେ ଅଞ୍ଜନ କୁମାର ପ୍ରଧାନ, ଉପସଭାପତି ପ୍ରାଣବନ୍ଧୁ ମେଣ୍ଡୁଲି, ସମ୍ପାଦକ ସୁଧାଂଶୁ ଶେଖର ବେହେରା, ଯୁଗ୍ମ ସମ୍ପାଦକ ପ୍ରମୋଦ କୁମାର ପ୍ରଧାନ, କୋଷାଧ୍ୟକ୍ଷ କୁମୁଦ ଚନ୍ଦ୍ର ପ୍ରଧାନ ବିନା ପ୍ରତିଦ୍ବନ୍ଦିତାରେ ନିର୍ବାଚିତ ହୋଇଛନ୍ତି। ଅମରେଶ ଷଡ଼ଙ୍ଗୀ ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ତୁଲାଇଥିଲେ। ପରେ ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ସମସ୍ତ ସଭ୍ୟ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ...

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ...

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image