ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ ଗୁରୁତର

ଭଦ୍ରକ, ୨୩।୧୦(ସନାତନ ରାଉତ): ଭଦ୍ରକ ଜିଲା ଆଗରପଡା ଥାନା ଅନ୍ତର୍ଗତ ବଡ ମହିଷଗୋଠ ଗ୍ରାମରେ ପୂର୍ବ ଶତ୍ରୁତାରୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗ୍ରାମର କିଶୋର ଜେନା(୩୨) ଓ ଅଭିନ୍ନ ଜେନା (୩୦) ଦୁଇ ପରିବାର ମଧ୍ୟରେ ପୂର୍ବରୁ ପାରିବାରିକ ଶତ୍ରୁତା ଥିଲା l ମଙ୍ଗଳବାର ରାତିରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା l ପରେ ଉଭୟ ପରସ୍ପରକୁ ହତିଆରରେ ଆକ୍ରମଣ କରିଥିଲେ l
ଖବର ପାଇ ଆଗରପଡା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ପତି ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୁରୁତରକୁ ଉଦ୍ଧାର କରି ପୋଲିସ ଗାଡିରେ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି l

ସୂଚନା ଯୋଗ୍ୟ, ଅଭିନ୍ନ କିଛି ଦିନ ତଳେ ଗୋଟେ ଛେଳିକୁ ହାଣି ଜେଲ ଯାଇଥିଲେ l ପରେ କୋର୍ଟରୁ ଜାମିନରେ ଆସିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ

ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ...

ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି...

ଭୀଷଣ ନୁହେଁ ଅତି ଭୀଷଣ ହେବ ବାତ୍ୟା! ଶ୍ରୀମନ୍ଦିର ଉପର ଦୃଶ୍ୟ ଦେଖି ଲୋକ ଛାନିଆ…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର...

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ,...

କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ

ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ...

ହିତାଧିକାରୀଙ୍କ ଇ-କଓ୍ବୋଇସି କରିବାକୁ ସୁରଟ ଯାଇଥିଲେ ଯୋଗାଣ ସହାୟକ: ପଡ଼ିଲା ଭାରି ମହଙ୍ଗା, ଆଇଲା ବେଳକୁ ନାହିଁ

ବୁଗୁଡ଼ା,୨୩।୧୦(କାଳିଚରଣ ଦାଶ): କୌଣସି ଅନୁମତି ନ ନେଇ ହିତାଧିକାରୀମାନଙ୍କ ଇ-କେୱାଇସି କରିବା ପାଇଁ ମେଶିନ ଧରି ସୁରଟ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ୟାଳି ପଞ୍ଚାୟତର ଯୋଗାଣ...

ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା

ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ...

ସ୍କୁଟି ରଖି ନଦୀକୁ ଡେଇଁଲେ ଅଜଣା ବ୍ୟକ୍ତି, ଅଗ୍ନିଶମ ବିଭାଗର ସନ୍ଧାନ ଜାରି

ଛତ୍ରପୁର,୨୩।୧୦ ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ: ଗଞ୍ଜାମ ଥାନା ଅଧିନ ଋଷିକୁଲ୍ୟା ପୋଲ ନିକଟରେ ସ୍କୁଟି ରଖି ନଦୀକୁ ଡେଇଁ ପଡିଛନ୍ତି ଜଣେ ଅଜଣା ବ୍ୟକ୍ତି। ଘଟଣାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri