କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଆହତ କନଷ୍ଟେବଳ ସରୋଜ ଭୋଇ, ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ତଦନ୍ତ ଚଳାଇଛି।

ସେହିଭଳି ଏକ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ। ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହି ସମୟରେ ଦୁର୍ବୃତ୍ତ ଛୁରାମାଡ଼ କରିଥିଲେ। ଛୁରାମାଡ଼ରେ ଜଣେ ପୋଲିସ କନଷ୍ଟେବଳ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ...

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ...

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri