ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ, ଆକ୍ରମଣକାରୀ ଗିରଫ

କୋପେନହାଗନ,୮।୬: ସେଣ୍ଟ୍ରାଲ କୋପେନହାଗନରେ ଜଣେ ବ୍ୟକ୍ତି ଡେନମାର୍କ ପ୍ରଧାନମନ୍ତ୍ରୀ ଫ୍ରେଡେରିକସେନଙ୍କ ଉପରେ ଆକ୍ରମଣ କରିଥିଲେ। ପୋକେନହାଗନର ଜଣେ ବାସିନ୍ଦା ଏହି ସୂଚନା ଦେଇଛନ୍ତି। ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ଉପରେ ଜଣେ ବ୍ୟକ୍ତି ଆକ୍ରମଣ କରିଥିଲେ ଏବଂ ଆକ୍ରମଣ ପରେ ସେ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ଡରି ଯାଇଥିଲେ। ଏହି ଆକ୍ରମଣ ପରେ ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ପ୍ରଧାନମନ୍ତ୍ରୀଙ୍କୁ ନେଇ ଯାଇଥିଲେ। ଖୁସିର କଥା, ସେ ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରରୀଙ୍କର କୌଣସି କ୍ଷତି ହୋଇ ନାହିଁ।
ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି ଏବଂ ତାଙ୍କୁ ପଚରାଉଚରା କରାଯାଉଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଲିସ କହିଛି ଯେ ସେମାନେ ଜଣଙ୍କୁ ଗିରଫ କରି ଘଟଣାର ତଦନ୍ତ କରୁଛନ୍ତି, କିନ୍ତୁ ଅଧିକ ବିବରଣୀ ଦେବାକୁ ମନା କରି ଦେଇଛନ୍ତି। ୟୁରୋପୀୟ କମିଶନର ଉର୍ସୁଲା ଭନ ଡେର୍‌ ଲେଏନ ଏହାକୁ ଏକ ଘୃଣ୍ୟ କାର୍ଯ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନଶନରେ ଭାରତ, ଆମେରିକା ସହ ହେବାକୁ ଯାଉଛି ବଡ଼ ଯୁଦ୍ଧ!

ନୂଆଦିଲ୍ଲୀ,୧୯।୧୧:ଡୋନାଲ୍ଡ ଟ୍ରମ୍ପଙ୍କ ଆଗମନ ପରେ ଭାରତ ସହ ସମ୍ପର୍କକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା କରାଯାଉଛି। ବର୍ତ୍ତମାନ ଆନ୍ତର୍ଜାତୀୟ ବଜାରରେ ଆସୁୁଥିବା ଖବର ହେଉଛି ଆମେରିକା...

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ...

ଖାଇବା-ପିଇବା ଭୁଲିଯିବେ ଟ୍ରମ୍ପ-ପୁଟିନ୍‌, ହେଲେ ଏହି ବ୍ରିଫକେସ୍‌ ନୁହେଁ, ଜାଣି ତାଜୁବ ହେବେ…

ନୂଆଦିଲ୍ଲୀ,୧୯।୧୧: ଆପଣ ନିଶ୍ଚୟ ନଜର ରଖିଥିବେ ଯେ ଯେତେବେଳେ ଭାରତ ସମେତ ଅନ୍ୟ ବଡ ଦେଶର ମୁଖ୍ୟମାନେ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳ କିଛି ବିଶେଷ...

ଆମେରିକାକୁ ପାନେ ଦେବ ରୁଷିଆ! ନୂଆ ପରମାଣୁ ନୀତିରେ ଦସ୍ତଖତ କଲେ ପୁଟିନ

ମସ୍କୋ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସଂଶୋଧିତ ପରମାଣୁ ନୀତିରେ ଦସ୍ତଖତ କରିଛନ୍ତି। ଏହି ନୂତନ ନୀତି ଅନୁଯାୟୀ, ଯଦି...

ପାକିସ୍ତାନର ନିଦ ଉଡାଇଲା ଟ୍ରମ୍ପଙ୍କ ନୂଆ କ୍ୟାବିନେଟ

ଓ୍ବାଶିଂଟନ,୧୯।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ଡୋନାଲ୍ଡ ଟ୍ରମ୍ପ ତାଙ୍କର ଅନେକ କ୍ୟାବିନେଟ ସହକର୍ମୀଙ୍କୁ ଚୟନ କରିଛନ୍ତି। ଏହି ସମୟରେ ଆଗାମୀ ଟ୍ରମ୍ପ କ୍ୟାବିନେଟର...

୪୫ ଲୋକଙ୍କୁ ୧୦ ବର୍ଷର ଜେଲଦଣ୍ଡ, ଜାଣନ୍ତୁ କ’ଣ ଏହି ମାମଲା

ଭିକ୍ଟୋରିଆ ସିଟି,୧୯।୧୧: ମଙ୍ଗଳବାର ହଂକଂର ହାଇକୋର୍ଟ ୪୫ ଜଣ ଗଣତନ୍ତ୍ର ସମର୍ଥକଙ୍କୁ ଜାତୀୟ ସୁରକ୍ଷା ମାମଲାରେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାଯୋଗ୍ୟ,...

ମୋଦିଙ୍କୁ ଭେଟିବା ପରେ ବଡ଼ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୯।୧୧: ଆସନ୍ତା ବର୍ଷ ଭାରତ ସହ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ଉପରେ ଆଲୋଚନା ଆରମ୍ଭ ହେବ। ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମର ଏନେଇ ସୂଚୁନା...

ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି

ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍‌ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri