ଗାୟକ କୈଳାଶ ଖେରଙ୍କ ଉପରକୁ ଆକ୍ରମଣ

ବେଙ୍ଗାଲୁରୁ,୩୦।୧: କର୍ନାଟକରେ ଏକ ସଙ୍ଗୀତ କନସର୍ଟ ସମୟରେ ହିନ୍ଦୀ ସିନେମାର ଜଣାଶୁଣା ଗାୟକ କୈଳାଶ ଖେରଙ୍କ ଉପରକୁ ଆକ୍ରମଣ କରାଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜାନୁଆରୀ ୨୯ରେ କୈଳାଶ କର୍ନାଟକରେ ଏକ ସଙ୍ଗୀତ କନସର୍ଟ ପାଇଁ ଉପସ୍ଥିତ ଥିଲେ। ଏହି ସମୟରେ ଭିଡ଼ରେ ଉପସ୍ଥିତ ଜଣେ ବ୍ୟକ୍ତି କୈଳାଶଙ୍କ ଉପରେ ବୋତଲ ଫିଙ୍ଗି ଆକ୍ରମଣ କରିଥିଲେ। ଏହି ଘଟଣା ଦେଖି ଘଟଣାସ୍ଥଳରେ ଉପସ୍ଥିତ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଗିରଫ କରିଥିଲା। ତେବେ ଏହି ଆକ୍ରମଣରେ କେତେ କୈଳାଶ ଆହତ ହୋଇଛନ୍ତି ସେନେଇ ସୂଚନା ଏପର୍ଯ୍ୟନ୍ତ ସାମ୍ନାକୁ ଆସିନାହିଁ।
ଜାନୁଆରୀ ୨୭ ରୁ ୩ ପର୍ଯ୍ୟନ୍ତ କର୍ନାଟକରେ ଚାଲିଥିବା ହାମ୍ପି ମହୋତ୍ସବ ସମୟରେ ସିନେମା ଜଗତର ଅନେକ କଳାକାର ଏହି ଉତ୍ସବର ଏକ ଅଂଶ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image