କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା ସହ ସୁବାସଙ୍କ ହାତକୁ ପଥରରେ ଛେଚି ଦେଇଛନ୍ତି। ତେବେ ବିଜେଡି କର୍ମୀମାନେ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଚାନ୍ଦବାଲି ବିଧାୟକଙ୍କ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିବା ସୁବାସ ସାହୁ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri