Posted inଜାତୀୟ

ସମାଧାନ କରିବାକୁ ଯାଇଥିଲେ: ମହିଳା ପୋଲିସଙ୍କୁ ତୀର ମାଡ଼ କଲେ….

ପାଟନା,୨୪।୯: ବିହାରର ଅରରିଆ ଜିଲା ମହଲଗାଓଁ ଥାନା ପୋଖରିଆ ଗ୍ରାମରେ ଏକ ଜମି ବିବାଦର ସମାଧାନ କରିବା ପାଇଁ ପହଞ୍ଚିଥିବା ପୋଲିସ ଟିମ୍‌ ଉପରେ ସ୍ଥାନୀୟ ଲୋକେ ଆକ୍ରମଣ କରିଛନ୍ତି। ଗ୍ରାମର ଏକ ଜମିରେ ବାଉଁଶ ବନ୍ଧା ଯାଇଥିବାକୁ ନେଇ ୨ ପକ୍ଷ ମଧ୍ୟରେ ଉତ୍ତେଜନା ଦେଖାଯାଇଥିଲା। ଭିଡ଼ ମଧ୍ୟରେ କିଛି ଅସାମାଜିକ ଲୋକ ଧନୁ ଏବଂ ତୀରରେ ପୋଲିସକୁ ଆକ୍ରମଣ କରିଥିଲେ।

ଆକ୍ରମଣରେ ମହଲଗାଓଁ ଥାନାର ମହିଳା ସବ୍‌-ଇନ୍‌ସ୍ପେକ୍ଟର ନୂସରତ ପ୍ରବୀଣଙ୍କ ଖପୁରିରେ ଏକ ତୀର ପଶିଯାଇଥିଲା। ଫଳରେ ଘଟଣାସ୍ଥଳରେ ନୂସରତ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପୁର୍ନିଆର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମ୍ପୂର୍ଣ୍ଣ ଘଟଣାକୁ ନେଇ ପୋଲିସ ମାମଲା ରୁଜୁ କରିବା ସହ ଆକ୍ରମଣକାରୀଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି କହିଛି। ବିବାଦୀୟ ସ୍ଥଳରେ ସ୍ଥିତି ନିୟନ୍ତ୍ରଣ କରିବାକୁ ବହୁ ସଂଖ୍ୟାରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ମ୍ୟାଡାମ ‘ରାମାୟଣ’କୁ ନେଇ ଚାଲିବ ନାହିଁ ସରକାର, କାହିଁକି ଆତିଶୀଙ୍କୁ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୯: ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଆତିଶୀ ସୋମବାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଦିଲ୍ଲୀର ସିଂହାସନରେ ବସିଛନ୍ତି। ସେ...

ସବୁ ରେକର୍ଡ ଭାଙ୍ଗିଲା ସେନସେକ୍ସ: ନିଫ୍ଟି ବି ଉପରମୁହାଁ

ମୁମ୍ବାଇ,୨୪।୯: ସେନସେକ୍ସ ମଙ୍ଗଳବାର ସବୁ ରେକର୍ଡ ଭାଙ୍ଗିଛି। ବିଏସ୍‌ଇ ସେନସେକ୍ସ ଏବଂ ଏନ୍‌ଏସ୍‌ଇ ନିଫ୍ଟି ସକାଳୁ ସକାଳୁ ଜବରଦସ୍ତ କାରବାର ଆରମ୍ଭ କରିଛି। ସକାଳ ୯.୧୫ରେ,...

ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ

ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ...

ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ...

ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ...

ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି

ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି)...

ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍‌ ଅଫ୍‌ ଦି ଫ୍ୟୁଚର’ରେ...

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri