Posted inଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍‌ ୨୦୨୩ର ଦଶମ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଘୋଷଣା କଲେ ରୋହିତ ଶର୍ମା: ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଟିମ୍‌ ଇଣ୍ଡିଆର ବରିଷ୍ଠ ଖେଳାଳି ଘରୋଇ କ୍ରିକେଟ ଖେଳିବା ନେଇ ଲଗାତାର ଭାବେ ଚର୍ଚ୍ଚାରେ ଅଛନ୍ତି। ଏଭଳି ସମୟରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ...

‘ଆମେ ପରସ୍ପର ଉପରେ ଭରସା କରୁ’, ରୋହିତ ଶର୍ମା କହିଲେ ହେଡ କୋଚଙ୍କ ସହ ନାହିଁ କୌଣସି ମତଭେଦ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ତାଙ୍କର ଏବଂ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଛି। ୱେଷ୍ଟଇଣ୍ଡିଜ ଏବଂ...

ଏମ୍‌ପିଙ୍କୁ ଜୀବନସାଥୀ କରିବେ ରିଙ୍କୁ ସିଂ, ଭାବି ଶ୍ୱଶୁର କହିଦେଲେ ସତ…

ନୂଆଦିଲ୍ଲୀ,୧୮।୧: ଭାରତର ତାରକା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ ହୋଇସାରିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ସମାଜବାଦୀ ପାର୍ଟି ଏମ୍‌ପି ପ୍ରିୟା ସରୋଜଙ୍କ ସହ ଲକ୍ଷ୍ନୌରେ...

୭ ଇନିଂସରେ ୫ଶତକ, ହେଲେ ବି ଚାମ୍ପିୟନ୍ସ ଟ୍ରଫିରେ ମିଳିଲାନି ସ୍ଥାନ, ପଡିଲା ଚହଳ

ନୂଆଦିଲ୍ଲୀ,୧୮।୧: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରାଯାଇଛି। ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଯାଉଥିବା ଏହି ଟୁର୍ନାମେଣ୍ଟ ପାଇଁ ଭାରତର...

ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ

ନୂଆଦିଲ୍ଲୀ,୧୮।୧:ଚାମ୍ପିଆନ୍ସ ଟ୍ରଫି ୨୦୨୫ ଫେବ୍ରୁଆରୀ ୧୯ରୁ ପାକିସ୍ତାନ ଓ ଦୁବାଇରେ ଖେଳାଯିବ । ତେବେ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁ ଆଜି ୧୫ ଜଣିଆ ଟିମ...

୨୦୨୫ ଆଇପିଏଲ ପୂର୍ବରୁ ନିଜର ନିଷ୍ପତ୍ତିରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୧୮।୧: ରଣଜୀ ଟ୍ରଫିର ପରବର୍ତ୍ତୀ ପର୍ଯ୍ୟାୟ ମ୍ୟାଚ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ନିଷ୍ପତ୍ତି ନିଆଯାଇଛି ଯେ ରିଷଭ ପନ୍ତ ଏବେ ଦିଲ୍ଲୀ...

କୋହଲି-ବୁମରାଙ୍କ ଅଟୋଗ୍ରାଫ ଥିବା ବ୍ୟାଟ୍‌ ଦାନ କରିଦେଲେ ନାଥନ ଲିଅନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୧: ଅଷ୍ଟ୍ରେଲିଆ କ୍ରିକେଟର ନାଥନ ଲିଅନ ନିଜ ଦେଶର ଏଭଳି ଖେଳାଳିଙ୍କ ପାଇଁ କାମ କରିଥାନ୍ତି ଯାହାଙ୍କୁ ସମର୍ଥନର ଆବଶ୍ୟକତା ରହିଛି। ଏଥିଲାଗି ସେ ବଡ଼...

ଭାରତୀୟ ଟିମ୍‌ରେ ଚାପେଲ ଯୁଗ ଭଳି ସ୍ଥିତି; ଡ୍ରେସିଂ ରୁମ୍‌ ଅବସ୍ଥା ଚିନ୍ତାଜନକ; ବର୍ଷିଲେ ହରଭଜନ…

ନୂଆଦିଲ୍ଲୀ,୧୭।୧: ମୁଖ୍ୟ କୋଚ୍‌ ଭାବେ ଗୌତମ ଗମ୍ଭୀର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଭାରତୀୟ ଟିମ୍‌ ପ୍ରଦର୍ଶନକୁ ନେଇ ସମାଲୋଚିତ ହେଉଛି। ଏଥିନେଇ ଡ୍ରେସିଂ ରୁମ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image