Categories: ଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ କରିବ ଭାରତ

ରାୟପୁର,୧ା୧୨: ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଶୁକ୍ରବାର ରାୟପୁରରେ ଖେଳାଯାଉଥିବା ଚତୁର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିବ। ଅନ୍ୟପକ୍ଷେ ଏହି ମ୍ୟାଚ୍‌ ଜିତି ଭାରତ ସିରିଜ୍‌ ଜିତିବାକୁ ପ୍ରୟାସ କରିବ। ଶ୍ରେୟସ୍‌ ଆୟର ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ତିଳକ ବର୍ମା ଟିମ୍‌ରୁ ବାହାରେ ରହିଛନ୍ତି।

Share