Posted inଖେଳ

ବିଦାୟ ସିରିଜର ପ୍ରଥମ ଟେଷ୍ଟ ଖେଳିବେ ଡେଭିଡ୍‌ ଓ୍ବାର୍ନର 

ସିଡ୍‌ନୀ, ୩ା୧୨: ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜj ପ୍ରଥମ ମ୍ୟାଚ ପାଇଁ ଅଷ୍ଟ୍ରେଲିଆ ଦଳରେ ଡେଭିଡ୍‌ ଓ୍ବାର୍ନରଙ୍କୁ ନିଆଯାଇଛି। ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଓ୍ବାର୍ନରଙ୍କ ସମ୍ଭବତଃ ଏହା ଫେୟାରଓ୍ବେଲ ମ୍ୟାଚ ହେବ ବୋଲି ଆଶା କରାଯାଉଛି।

ପର୍ଥରେ ପ୍ରଥମ ଟେଷ୍ଟ ମ୍ୟାଚ ଡିସେମ୍ବର ୧୪ରୁ ୧୯ ପର୍ଯ୍ୟନ୍ତ ଖେଳାଯିବ। ୩୭ବର୍ଷୀୟ ଓପନରଙ୍କୁ କେବଳ ପ୍ରଥମ ଟେଷ୍ଟ ପାଇଁ ମନୋନୀତ କରାଯାଇଛି। ଓ୍ବାର୍ନରଙ୍କୁ ଯଦି ବକ୍ସିଂ ଡେ’ରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳାଯାଏ ତେବେ ତାଙ୍କୁ ଜାନୁୟାରୀ ୩ରୁ ୭ ପର୍ଯ୍ୟନ୍ତ ସିଡ୍‌ନୀସ୍ଥିତ ତାଙ୍କ ଘରୋଇ ଗ୍ରାଉଣ୍ଡରେ ହେବାକୁ ଥିବା ତୃତୀୟ ଟେଷ୍ଟ ପାଇଁ ଦଳରେ ସ୍ଥାନ ମିଳିବ। ସେଠାରେ ତାଙ୍କୁ ଡ୍ରିମ୍‌ ଫେୟାରଓ୍ବେଲ ଦିଆଯିବ। ଅଷ୍ଟ୍ରେଲିଆ ଟେଷ୍ଟ ଦଳ: ପ୍ୟାଟ କୁମିନ୍ସ (ଅଧିନାୟକ), ସ୍କଟ ବୋଲାଣ୍ଡ, ଆଲେକ୍ସ କାରେ, କାମେରନ ଗ୍ରୀନ୍‌, ଜୋଶ ହାଜେଲ୍‌ଉଡ୍‌, ଟ୍ରାଭିସ୍‌ ହେଡ୍‌, ଉସ୍‌ମାନ ଖ୍ବାଜା, ମାର୍ନସ ଲାବୁସେନ୍‌, ନାଥାନ ଲିଅନ, ମିଚେଲ ମାର୍ଶ, ଲାନ୍ସ ମୋରିସ, ଷ୍ଟିଭ ସ୍ମିଥ୍‌, ମିଚେଲ ଷ୍ଟାର୍କ ଓ ଡେଭିଡ ଓ୍ବାର୍ନର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri