Categories: ଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ରାଜକୋଟ,୨୭।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଆଜି ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ ଉଭୟ ଦଳରେ ବଡ଼ ପରିବର୍ତ୍ତନ କରାଯାଇଛି। ଟିମ ଇଣ୍ଡିଆ ଏହି ସିରିଜ୍‌ରେ ୨-୦ରେ ଆଗରେ ଅଛି। ସେପଟେ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ପୂର୍ବରୁ ଏହି ମ୍ୟାଚ୍‌ ଜିତି ମନୋବଳ ଦୃଢ କରିବାକୁ ଚାହିଁବ।

ଆଜିର ମ୍ୟାଚ୍‌ ପାଇଁ ଉଭୟ ଦଳର ପ୍ଲେଇଙ୍ଗ୍‌-୧୧
ରୋହିତ ଶର୍ମା (ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ (ଉଇକେଟ କିପର), ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଜଶପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା।

ଅଷ୍ଟ୍ରେଲିଆ
ପ୍ୟାଟ କମିନ୍ସ (ଅଧିନାୟକ), ଡେଭିଡ ୱାର୍ଣ୍ଣର, ଷ୍ଟିଭ ସ୍ମିଥ, ମାର୍ନୁସ ଲାବୁସାଗ୍ନେ, ଆଲେକ୍ସ କେରେ (ଉଇକେଟ କିପର), ଗ୍ଲେନ ମ୍ୟାକ୍ସୱେଲ, କ୍ୟାମେରନ ଗ୍ରୀନ, ମିଚେଲ ଷ୍ଟାର୍କ, ତନଭୀର ସାଙ୍ଗ, ଜୋସ ହାଜଲେଉଡ।

Share