Posted inଖେଳ

ସନ୍ନ୍ୟାସ ଘୋଷଣା କଲେ ଏହି ଅଷ୍ଟ୍ରେଲିୟ କ୍ରିକେଟର, ଏବେ କେବଳ…

ସିଡନୀ,୧୦।୩: ଅଷ୍ଟ୍ରେଲିଆ ପାଇଁ ୩୮ ଟେଷ୍ଟ ଖେଳିଥିବା ୩୯ ବର୍ଷୀୟ କ୍ରିକେଟର ଶୌନ ମାର୍ଶ ଫାଷ୍ଟ କ୍ଲାସ୍‌(ପ୍ରଥମ ଶ୍ରେଣୀ) ଏବଂ ଓଡିଆଇ(ଦିନିକିଆ) କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏବେ ତାଙ୍କୁ କେବଳ ଟି -୨୦ ଫର୍ମାଟରେ ଖେଳୁଥିବା ଦେଖିବାକୁ ମିଳିବ। ୨୦୦୧ ରେ ଡେବ୍ୟୁ କରିଥିବା ମାର୍ଶ ୨୨ ବର୍ଷ ଧରି ପ୍ରଥମ ଶ୍ରେଣୀ କ୍ରିକେଟରେ ପଶ୍ଚିମ ଅଷ୍ଟ୍ରେଲିଆ ଏବଂ ଅଷ୍ଟ୍ରେଲିଆ ଜାତୀୟ ଦଳରୁ ପ୍ରତିନିଧିତ୍ୱ କରିଥିଲେ। ମାର୍ଶ ଶେଷ ଥର ପାଇଁ ୨୦୧୯ରେ ଅଷ୍ଟ୍ରେଲିଆ ପାଇଁ ଖେଳୁଥିବା ଦେଖାଯାଇଥିଲା।

ମାର୍ଶ ୧୭ ବର୍ଷ ବୟସରେ ପ୍ରଥମ ଶ୍ରେଣୀ କ୍ରିକେଟରେ ଡେବ୍ୟୁ କରିଥିଲେ। ଏବେ ଅବସର ନେବାବେଳେ ସେ ପ୍ରାୟ ୪୦ ବର୍ଷର ହୋଇଛନ୍ତି। ଏହି ସମୟ ମଧ୍ୟରେ ସେ ଖେଳିଥିବା ୧୮୩ ମ୍ୟାଚ୍‌ର ୩୨୪ ଇନିଂସରେ ୩୨ ଥର ଅପରାଜିତ ରହି ହାରାହାରି ୪୧.୨୦ ରେ ୧୨,୦୩୨ ରନ ସ୍କୋର କରିଥିଲେ। ଏଥିରେ ୩୨ ଶତକ ଏବଂ ୫୮ ଅର୍ଦ୍ଧ ଶତକ ଅନ୍ତର୍ଭୁକ୍ତ ରହିଥିଲା। ଗୋଟିଏ ଇନିଂସରେ ୨୧୪ ରନ୍‌ ତାଙ୍କର ସର୍ବୋତ୍ତମ ପ୍ରଦର୍ଶନ ଥିଲା। ଏଥି ସହିତ, ସେ ହାରାହାରି ୩୪.୩୧ରେ ୩୮ ଟେଷ୍ଟ ମ୍ୟାଚରେ ୨,୨୬୫ ରନ୍‌ ସ୍କୋର କରିଥିଲେ। ଏଥିରେ ତାଙ୍କର ୬ ଶତକ ଏବଂ ୧୦ ଅର୍ଦ୍ଧଶତକ ରହିଥିଲା। ସେହିଭଳି ସେ ନିଜର କ୍ୟାରିୟରରେ ୭୩ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ୧୫୧ ରନ୍‌ ଦିନିକିଆରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri