ଅଟୋ ଓଲଟି ୭ ଗୁରୁତର

ଭଞ୍ଜନଗର,୩୦।୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ପଞ୍ଚାୟତ ତଡ଼ମା ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ ଅଟୋ ଓଲଟି ପଡିଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ଆହତ ମାନେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Share