ବିପଦସଙ୍କେତ ଡେଇଁଲା ବୈତରଣୀ

ଧାମନଗର,୧୩।୮(ଡି.ଏନ୍‌.ଏ): ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶନିବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ବିପଦସଙ୍କେତ ଅତିକ୍ରମ କରିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ପୂର୍ବାହ୍ନ ୧୧ଟାରେ ଜଳସ୍ତର ୧୭.୮୩ ମିଟରରେ ପ୍ରବାହିତ ହେଉଥିଲା। ଏହା କ୍ରମଶଃ ବୃଦ୍ଧି ପାଇ ୧୨ଟାରେ ୧୭.୮୮ ମିଟରରେ ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ନଦୀର ଉପରମୁଣ୍ଡରେ ହୋଇଥିବା ବର୍ଷା ରେକର୍ଡ ଅନୁଯାୟୀ, କେନ୍ଦୁଝରରେ ୨୯.୬୦ ମିମି, ସାମପାଟଣାରେ ୨୭.୦୦ ମି.ମି., ଠାକୁରମୁଣ୍ଡାରେ ୨୭.୦୦ ମି.ମି., ଚମ୍ପୁଆରେ ୧୦.୨୦ ମି.ମି., ଆନନ୍ଦପୁରରେ ୦୧.୦୦ ମି.ମି. ଓ ଆଖୁଆପଦାଠାରେ ୧୪.୦୦ ମି.ମି. ବର୍ଷା ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି...

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ...

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri