ବେଲ ଗଛ ଲଗାଇଛନ୍ତି କି? ତେବେ ନିଶ୍ଚୟ ଜାଣନ୍ତୁ

ବେଲପତ୍ରକୁ ଭଗବାନ ଶିବଙ୍କର ତିନି ନେତ୍ରର ପ୍ରତୀକ ବୋଲି କୁହାଯାଇଥାଏ। ସେଥିପାଇଁ ଏହି ପତ୍ର ମହାଦେବଙ୍କର ଅତି ପ୍ରିୟ ହୋଇଥାଏ। ପବିତ୍ର ମନରେ ବେଲଗଛଟିଏ ଲଗାଇଲେ ଅନେକ ଶୁଭଫଳ ମିଳିଥାଏ…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଅଗଣା କିମ୍ବା ବଗିଚାରେ ବେଲଗଛ ଲଗାଇଲେ ନକରାତ୍ମକ ଶକ୍ତି ନଷ୍ଟ ହୋଇ ସକରାତ୍ମକ ଶକ୍ତିର ସଞ୍ଚାର ହୋଇଥାଏ।
* ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଏହି ଗଛ ଘରର ସଦସ୍ୟମାନଙ୍କୁ ଚନ୍ଦ୍ର ଦୋଷରୁ ମୁକ୍ତ କରିଥାଏ। ମାନସମ୍ମାନ ବଢାଇବାରେ ସାହାଯ୍ୟ କରେ।
* ଘରେ ବେଲଗଛଟିଏ ଲଗାଇଲେ ଘରର ବାତାବରଣ ଶୁଦ୍ଧ ହେବା ସହ ଗୃହ କଳହରୁ ରକ୍ଷା ମିଳିଥାଏ।
* ଘର ଅଗଣା ହେଉ ଅଥବା ଏହାର ଆଖପାଖ ଅଞ୍ଚଳରେ ବେଲଗଛ ଲାଗିଥିଲେ, ସାପ ତଥା ଅନ୍ୟ ବିଷାକ୍ତ ଜୀବଜନ୍ତୁ ପାଖ ମାଡିବାର ସମ୍ଭାବନା ପ୍ରାୟ ନଥାଏ।
* କୁହାଯାଏ, ଘରର ଉତ୍ତର ପଶ୍ଚିମ ଦିଗରେ ବେଲଗଛ ଲାଗିଥିଲେ ଯଶ ବଢିବା ସହ କରଜରୁ ଶୀଘ୍ର ମୁକ୍ତି ମିଳିଥାଏ। ଉତ୍ତର-ପୂର୍ବ ଦିଗରେ ଲାଗିଥିଲେ ସୁଖଶାନ୍ତି ବୃଦ୍ଧିପାଏ। ଆଉ ବାସସ୍ଥାନର ଠିକ୍‌ ମଝି ଅଂଶରେ ଲାଗିଥିଲେ, ଜୀବନରେ ମଧୁରତା ଆସିଥାଏ।
* ସେହିପରି ବିଶ୍ୱାସ ରହିଛି, ଘର ଅଗଣାରେ ବେଲଗଛଟିଏ ଲଗାଇ ତାହାକୁ ନିୟମିତ ପୂଜା କଲେ ସନ୍ତାନ ପ୍ରାପ୍ତିର ସୁଖ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

ଖରାପ ସମୟ ଦେଇ ଗତି କରୁଥିଲେ ନିହାତି ଜାଣନ୍ତୁ ଚାଣକ୍ୟଙ୍କ ଏହି ୩ କଥା, ମାନିଲେ….

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri