+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି ପୋଲିସ। +୯୨ ନମ୍ବରରୁ କଲ୍‌ ଆସିଲେ ନ ଉଠାଇବାକୁ ଲୋକଙ୍କୁ ଅପିଲ କରାଯାଇଛି। ସାଇବର ଅପରାଧୀ ମାନେ ବିଭିନ୍ନ ମିଥ୍ୟା ଅଭିଯୋଗ କରି ଟଙ୍କା ଲୁଟୁଛନ୍ତି।

 

Share