ମହିଳା ଦିବସରେ ସଫଳତା ହାସଲ କରିଥିବା ମହିଳାଙ୍କୁ ପୁରସ୍କୃତ

ଦାରିଙ୍ଗବାଡି,୮।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆରେ ଶୁକ୍ରବାର ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ନାରୀମହାସଙ୍ଘର ସଭାନେତ୍ରୀ ଲୁସିମୀନ ପ୍ରଧାନ ଅତିଥିଙ୍କୁ ଆସନ ଗ୍ରହଣ କରାଇଥିଲେ। ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ ଅତିଥି ପରିଚୟ ଏବଂ ସ୍ବାଗତ ଭାଷଣ ଦେଇଥିଲେ।

ଏହି ଅବସରରେ ସାଙ୍ଗୁଡ଼ିମାହା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ନାରୀ ନେତ୍ରୀ ସୁବାସିନୀ ସିଂ ମହିଳା ଦିବସ ପାଳନ ସମ୍ପର୍କରେ ଅବଗତ କରାଇଥିଲେ। ନାରୀମହାସଙ୍ଘ ସଭାନେତ୍ରୀ ଲୁସିମା ପ୍ରଧାନଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଡ଼ିଓ ଗଦାଧର ପାତ୍ର, ସମ୍ମାନିତ ଅତିଥି ଭାବେ ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର, ସବଇନ୍ସପେକ୍ଟର ବାସନ୍ତି ବେହେରା, ଲକ୍ଷ୍ମୀ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।

ଆର୍ଥତ୍କ ବିକାଶରେ ମହିଳାମାନଙ୍କ ଭୂମିକା ସମ୍ପର୍କରେ ମୁଖ୍ୟ ବକ୍ତା ତଥା ବିଡ଼ିଓ କହିଥିଲେ। ସେହିପରି ମହିଳା ପୋଲିସ ଅଧିକାରୀ ଲକ୍ଷ୍ମୀ ମାଝୀ ମୁଁ ଜଣେ ମହିଳା, ଆଜି ଲୋକଙ୍କ ସେବା କରିବା ପାଇଁ ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା କହିଥିଲେ।

ସେହିପରି ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ମହିଳା ନେତ୍ରୀ ତଥା ବ୍ୟବସାୟୀ ଝରଣା ସାହୁଙ୍କୁ ପୁରସ୍କୃତ କରାଯାଇଥିଲା। ଏପରିକି ବିତିକା ପ୍ରଧାନ, ପ୍ରେମନ୍ତି ପ୍ରଧାନ, ସରସ୍ବତୀ ପ୍ରଧାନ, ସୁପ୍ରିୟା ନାୟକ, ସରିତା ପ୍ରଧାନ, ଗ୍ରେସ ସ୍ବୟଂ ସହାୟକ ଗୋଷ୍ଠୀ, ସୁଶାନ୍ତି ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ସଭା ଓ ଶୋଭାଯାତ୍ରାରେ ମଧ୍ୟମରେ ଜନସଚେତନ କରାଯାଇଥିଲା। ନାରୀନେତ୍ରୀ ସୁବାସିନୀ ସିଂ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ

ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ...

୨ ପରିବାର ମଧ୍ୟରେ ଗଣ୍ଡଗୋଳ,୩ ଗୁରୁତର

ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି।...

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା...

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଫାଇନାଲ ରିପୋର୍ଟ

ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍‌ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା...

Video: ମଞ୍ଚ ଉପରେ ପୋଲିସକୁ ଉପରକୁ ହାତ ଉଠାଇଲେ ମୁଖ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ବେଙ୍ଗାଳୁରୁ, ୨୮।୪: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏକ ଜନସଭା ମଞ୍ଚରେ ଜଣେ ପୋଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବାକୁ ଇଙ୍ଗିତ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ...

ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ

ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ...

ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image