Posted inଜାତୀୟ

ମହନ୍ତ ରାଜୁ ଦାସଙ୍କ ବିବାଦୀୟ ବୟାନ

ଅଯୋଧ୍ୟା, ୪ ।୯: ଝାଡ଼ଖଣ୍ଡର ଦୁମକା ହତ୍ୟାକାଣ୍ଡକୁ ନେଇ ଏବେବି ବୟାନବାଜି ଜାରି ରହିଛି । ଏହି ମାମଲାରେ ଅଯୋଧ୍ୟା ସ୍ଥିତ ହନୁମାନଗଡିର ମହନ୍ତ ରାଜୁ ଦାସ ଏକ ବିବାଦୀୟ ବୟାନ ଦେଇଛନ୍ତି । ମହନ୍ତ ରାଜୁ ଦାସ ଏକ ଘୋଷଣା କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ଅଙ୍କିତା ହତ୍ୟା ମାମଲାରେ ଅଭିଯୁକ୍ତ ଶାହାରୁଖଙ୍କୁ ଯିଏ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେବ ତାକୁ ସେ ୧୧ ଲକ୍ଷ ଟଙ୍କା ପୁରସ୍କାର ଦେବେ ।
ହନୁମାନଗଡ଼ିର ମହନ୍ତ ରାଜୁ ଦାସ ଶନିବାର ଏହି ବିବାଦୀୟ ଘୋଷଣା କରିଛନ୍ତି । ସେ କହିଛନ୍ତି ଝାଡ଼ଖଣ୍ଡର ସାଧାରଣ ପରିବାରର ଝିଅ ଅଙ୍କିତା ମୃତ୍ୟୁ ପର୍ଯ୍ୟନ୍ତ କହିଥିଲେ ମୁଁ ଯେମିତି ଛଟପଟ ହୋଇ ମରୁଛି, ତାଙ୍କୁ ବି ସେମିତି ସଜା ମିଳୁ । ସେଥିପାଇଁ ଯିଏ ବି ଶାହାରୁଖଙ୍କୁ ପେଟ୍ରୋଲ ଢାଳି ଜାଳି ଦେବ ମୋ ତରଫରୁ ତାକୁ ୧୧ ଲକ୍ଷ ଟଙ୍କା ଦିଆଯିବ । ହିନ୍ଦୁ ସଙ୍ଗଠନକୁ ମୋର ଅପିଲ ଅଙ୍କିତା ଭଳି ଭଉଣୀଙ୍କୁ ନ୍ୟାୟ ମିଳୁନାହିଁ । ସେଥିପାଇଁ ମୁଁ ଏଭଳି ଘୋଷଣା କରିଛି ବୋଲି ମହନ୍ତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ମୁଖା ତଳେ ଛପିଥିଲା ସଇତାନ ଚେହେରା: ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,୧୯ା୯(ସତ୍ୟଜିତ୍‌ ରାଉତ):ଟ୍ରାଫିକ୍‌ କନ୍‌ଷ୍ଟେବଲ ଶୁଭମିତ୍ରା ସାହୁଙ୍କ ହତ୍ୟା ଘଟଣାରେ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। ଶୁଭମିତ୍ରାଙ୍କ ହତ୍ୟାକାରୀ କନ୍‌ଷ୍ଟେବଲ ସ୍ବାମୀ ଦୀପକ...

ବିଜେଡି ତଣ୍ଟିରେ ଅନାସ୍ଥା କଣ୍ଟା: ଆଇଏଏସ୍‌ଙ୍କ ପରେ ଜଣେ ଓଏଏସ୍‌ ଅଫିସରଙ୍କୁ ଭେଟିବାକୁ ଧାଉଁଛନ୍ତି

ଭୁବନେଶ୍ୱର,୧୯ା୯(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରସଙ୍ଗକୁ ନେଇ କଂଗ୍ରେସ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଚଳିତ ଅଧିବେଶନରେ ଅନାସ୍ଥା ଆଣିବ ବୋଲି କଂଗ୍ରେସ ପକ୍ଷରୁ...

ନିଯୁକ୍ତି ଠକେଇ ଅଭିଯୋଗରେ SSB କନେଷ୍ଟବଳ ଗିରଫ

ଭୁବନେଶ୍ୱର,୧୯/୯: ଟ୍ୱିନ ସିଟି କମିଶନରେଟ ପୋଲିସ ଏକ ନିଯୁକ୍ତି ଠକେଇ ମାମଲାରେ ସଶସ୍ତ୍ର ସୀମା ବଳ (SSB) କନେଷ୍ଟବଳ ପତିତପାବନ ପତି (୪୦) ଓ ତାଙ୍କର...

ନ୍ୟାଶନାଲ ଜିଓଗ୍ରାଫିକ୍‌ର କଭର ପେଜ୍‌ରେ ଶିମିଳିପାଳ କଳାବାଘ

ନୂଆଦିଲ୍ଲୀ,୧୯ା୯(ପି.ଟି.):ଓଡ଼ିଶାର ଶିମିଳିପାଳ ଜାତୀୟ ଉଦ୍ୟାନରେ ଭାରତୀୟ ଫଟୋଗ୍ରାଫର ପ୍ରସନ୍‌ଜିତ ଯାଦବଙ୍କ ଦ୍ୱାରା ନିଆଯାଇଥିବା ଏକ ଦୁର୍ଲଭ କଳାବାଘର ଫଟୋ ନ୍ୟାଶନାଲ ଜିଓଗ୍ରାଫିକ୍‌ ମାଗାଜିନର ଆଗାମୀ ଅକ୍ଟୋବର...

ସୁପର-୪’ରେ ସ୍ଥାନ ପକ୍କା କଲେ ଶ୍ରୀଲଙ୍କା, ବାଂଲାଦେଶ

ଆବୁଧାବି,୧୮ା୯: ନୁଓ୍ବାନ ଥୁସାରାଙ୍କ ଘାତକ ବୋଲିଂ ଓ ପରେ କୁସାଲ ମେଣ୍ଡିସଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଚଳିତ ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ବି’ର ଅନ୍ତିମ...

Mouth Ulcerର ଘରୋଇ ଉପଚାର

ପାଟି ଘା’ ଏକ ସାଧାରଣ ସମସ୍ୟା, ଏବଂ ଅଧିକାଂଶ ଲୋକ କୌଣସି ସମୟରେ ଏହା ଅନୁଭବ କରନ୍ତି। ଏହି ଛୋଟ ଘା’ ପ୍ରାୟତଃ ଓଠ, ଜିଭ,...

‘ଆସ ସ୍କୁଲ ଯିବା’: ଅଧାରୁ ପାଠ ଛାଡିଥିବା ୨୬ ଛାତ୍ରୀଛାତ୍ର ପୁଣି ପଢିବେ ପାଠ

ବରଗଡ,୧୮।୯(ପ୍ରେମାନନ୍ଦ ଖମାରୀ): ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆସ ସ୍କୁଲ ଯିବା’...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image