Posted inଜାତୀୟ

ରାମ ଜନ୍ମଭୂମି ପରିସରକୁ ବୋମାରେ ଉଡାଇ ଦେବାକୁ ଧମକ

ଅଯୋଧ୍ୟା,୩ ।୨: ଅଯୋଧ୍ୟାରେ ଗୁରୁବାର ଅର୍ଥାତ୍ ଫେବୃୟାରୀ ୨ରେ ରାମ ଜନ୍ମଭୂମି ସ୍ଥଳକୁ ବୋମାରେ ଉଡାଇ ଦେବାର ଧମକ ଦିଆଯିବା ପରେ ଲୋକେ ଭୟଭିତ ହୋଇଯାଇଛନ୍ତି । ରାମ ଜନ୍ମଭୂମି ଥାନାଧ୍ୟକ୍ଷ ସଞ୍ଜିବ କୁମାର ସିଂ କହିଛନ୍ତି, ରାମକୋଟ ଅଞ୍ଚଳରେ ସ୍ଥିତ ରାମଲଲା ସଦନ ମନ୍ଦିରରେ ରହୁଥିବା ମନୋଜ ନାମକ ବ୍ୟକ୍ତି ପୋଲିସକୁ ସୂଚନା ଦେଇଥିଲେ କି ଭୋର ସମୟରେ ତାଙ୍କ ମୋବାଇଲକୁ ଏକ କଲ ଆସିଥିଲା ।
ସଞ୍ଜିବ କୁମାର ସିଂଙ୍କ ସୂଚନା ଅନୁଯାୟୀ, ମନୋଜ କହିଥିଲେ କି ଫୋନ କରିଥିବା ବ୍ୟକ୍ତି ଧମକ ଦେଇଥିଲେ କି ସକାଳ ୧୦ଟାରେ ରାମ ଜନ୍ମଭୂମିକୁ ବିସ୍ଫୋରଣରେ ଉଡାଇ ଦେବେ ଓ ଏହାପରେ ଫୋନ କାଟି ଦେଇଥିଲେ । ଏହି ସୂଚନା ପରେ ସମସ୍ତ ଥାନାର ଫାଲିସଙ୍କୁ ଆଲର୍ଟ କରି ଦିଆଯାଇଛି ଓ ରାମ ଜନ୍ମଭୂମି ପରିସରରେ ଅନେକ ଥାନାର ପୋଲିସଙ୍କୁ ନିଯୁକ୍ତ କରାଯାଇଛି ।

ସଞ୍ଜୟ କୁମାର ସିଂ କହିଛନ୍ତି, ଏହାକୁ ନେଇ ମାମଲା ଦାୟର କରାଯିବା ସହ ଯାଞ୍ଚ ଆରମ୍ଭ କରାଯାଇଛି । ଫୋନ କରିଥିବା ବ୍ୟକ୍ତିଙ୍କୁ ଖୋଜା ଚାଲିଛି । ଅଯୋଧ୍ୟା ପୋଲିସ ବ୍ୟତୀତ ଗୁଇନ୍ଦା ବିଭାଗ ବି ଧମକ ମିଳିବା ପରେ ଆଲର୍ଟ ମୋଡରେ ରହିଛନ୍ତି, ଅଯୋଧ୍ୟାର ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନ ହେଉଣୁ ସୋରେନ-ରାହୁଲଙ୍କ ମଧ୍ୟରେ ଫାଟ, କ୍ୟାବିନେଟରେ ମିଳିବନି ସ୍ଥାନ!

ରାଞ୍ଚି,୨୮।୧୧: ଝାଡଖଣ୍ଡରେ ଆଜି ଶପଥ ନେବେ ହେମନ୍ତ ସୋରେନ। ଏନେଇ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ଶପଥ ନେବା ପରେ ଏବେ ତାଙ୍କ...

କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା

ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା।...

ଶିନ୍ଦେଙ୍କ ଚକ୍ରବ୍ୟୁହରେ ଫସିଗଲେ ଅଜିତ ପାଓ୍ବାର, ଏବେ କରିବେ କ’ଣ…

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦବୀ ଦୌଡ଼ରୁ ନିଜକୁ ଦୂରେଇ ରଖି ଭାଜପା ପାଇଁ ରାସ୍ତା ସଫା କରିଛନ୍ତି। ସେ ଭାଜପାକୁ ତାଙ୍କ ବଡ଼...

ପ୍ରତି ୫ରେ ଜଣେ ନାବାଳିକା ବାଲ୍ୟବିବାହର ଶିକାର

ନୂଆଦିଲ୍ଲୀ,୨୮ା୧୧: ଗତ ବର୍ଷକ ମଧ୍ୟରେ ଦେଶରେ ପ୍ରାୟ ୨ ଲକ୍ଷ ବାଲ୍ୟବିବାହକୁ ରୋକାଯାଇଛି। ଏହାସତ୍ତ୍ୱେ ପ୍ରତି ୫ ଜଣରେ ଜଣେ ଝିଅ ବିବାହ ବୟସ ୧୮...

ପ୍ରେମିକାଙ୍କୁ ହତ୍ୟା କରି ୫୦ ଖଣ୍ଡ କଲେ ପ୍ରେମିକ: ଭୁଲ୍‌ ଥିଲା ଏମିତି…

ରାଞ୍ଚତ୍, ୨୮।୧୧ (ପି.ଟି.):ଝାଡ଼ଖଣ୍ଡ ଖୁଣ୍ଟି ଜିଲାର ଉପାନ୍ତ ଅଞ୍ଚଳରୁ ବୁଧବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍‌ନାକୁ ଆସିଛି। କଂସେଇ ଭାବେ କାର୍ଯ୍ୟ କରୁଥିବା ନରେଶ ଭେଙ୍ଗରା...

ଆଜି ଶପଥ ନେବେ ହେମନ୍ତ ସୋରେନ୍‌: ସୁରକ୍ଷା କଡ଼ାକଡ଼ି

ରାଞ୍ଚତ୍, ୨୮ା୧୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ...

ସଂସଦରେ ଏକସଙ୍ଗେ ୩ ଗାନ୍ଧୀ

ନୂଆଦିଲ୍ଲୀ,୨୮ା୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଲୋକ ସଭା ସଦସ୍ୟା ଭାବେ ଶପଥ ନେବାକୁ...

ସଂରକ୍ଷଣ ପାଇଁ ଧର୍ମ ପରିବର୍ତ୍ତନ ସମ୍ବିଧାନ ସହ ବିଶ୍ୱାସଘାତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୧୧(ପି.ଟି.):କୌଣସି ଧର୍ମ ପ୍ରତି ଆସ୍ଥା ନ ଥାଇ କେବଳ ସଂରକ୍ଷଣ ସୁବିଧା ହାସଲ ପାଇଁ ଧର୍ମ ପରିବର୍ତ୍ତନ କରିବା ସମ୍ବିଧାନ ସହ ବିଶ୍ୱାସଘାତ ବୋଲି ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri