ଆୟୁଶ୍ରୀ ମଲିକ ‘ମିସ୍‌ ସୁପର ନ୍ୟାଶନାଲ’

ମୁମ୍ବାଇ, ୯ା୩: ମୁମ୍ବାଇରେ ଶୁକ୍ରବାର ବିଳମ୍ବିତ ରାତିରେ ‘ଲିଭା ମିସ୍‌ ଡିଭା’ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେ ଆୟୋଜିତ ହୋଇଯାଇଛି। ଏହି ଗ୍ରାଣ୍ଡ୍‌ ଫିନାଲେରେ ମଡେଲ ଆୟୁଶ୍ରୀ ମଲିକ ‘ଲିଭା ମିସ୍‌ ଡିଭା ସୁପର ନ୍ୟାଶନାଲ ୨୦୨୪’ ଭାବେ କ୍ରାଉନ୍‌ ହାତେଇଥିବା ବେଳେ ବିପ୍ରା ମେହେଟ୍ଟା ‘ଲିଭା ମିସ୍‌ ଡିଭା କସ୍ମୋ ୨୦୨୪’ର ବିଜେତା ଘୋଷିତ ହୋଇଛନ୍ତି। ଆସନ୍ତା ଜୁନ୍‌ ୨୭ରେ ପୋଲାଣ୍ଡର ମାଲୋପଲ୍‌ସ୍କାରେ ହେବାକୁଥିବା ‘ମିସ୍‌ ସୁପର ନ୍ୟାଶନାଲ ୨୦୨୫’ ପ୍ରତିଯୋଗିତାରେ ଆୟୁଶ୍ରୀ ଭାରତର ପ୍ରତିନିଧିତ୍ୱ କରିବେ। ସେହିପରି ଆସନ୍ତା ଡିସେମ୍ବରରେ ଭିଏଟ୍‌ନାମରେ ହେବାକୁ ଥିବା ‘ମିସ କସ୍ମୋ ୨୦୨୫’ ପ୍ରତିଯୋଗିତାରେ ବିପ୍ରା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ।
‘ଲିଭା ମିସ୍‌ ଡିଭା ୨୦୨୪’ର ଗ୍ରାଣ୍ଡ୍‌ ଫିନାଲେରେ ୨ଟି ନୂତନ ଶ୍ରେଣୀରେ ପ୍ରଥମଥର ପାଇଁ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ‘ମିସ୍‌ ଡିଭା ଫ୍ୟାଶନ ଡିଜାଇନର ୨୦୨୪’ ଭାବେ ଓଡ଼ିଶାର ସୁଦ୍ଧୃତି ପଡ଼ିହାରୀଙ୍କୁ ବିଜେତା ଘୋଷଣା କରାଯାଇଥିବାବେଳେ ବିହାରର ଅନନ୍ୟା ପ୍ରବୀଣ ମିସ୍‌ ଡିଭା କଣ୍ଟେଣ୍ଟ କ୍ରିଏଟର ୨୦୨୪’ର କ୍ରାଉନ୍‌ ହାତେଇଛନ୍ତି। ଏହି ଗ୍ରାଣ୍ଡ ଫିନାଲେରେ ‘ଲିଭା ମିସ୍‌ ଡିଭା ବ୍ୟୁଟି କୁଇନ୍‌ ୨୦୨୪’ର ବିଜେତା ରିତିକା ଖାଟ୍‌ନାନୀ, ସେଲିବ୍ରିଟି ଡିଜାଇନର ମନ୍ଦିରା ରିକ୍‌, ଅଭିନେତା ଫରଦିନ ଖାନ୍‌, ‘ମିସ୍‌ କସ୍ମୋ ୨୦୨୪’ର ବିଜେତା ତଥା ଇଣ୍ଡୋନେସୀୟ ମଡେଲ କେତୁତ ପର୍‌ମାତା ଜୁଲିଆଷ୍ଟ୍ରିଡ୍‌, ‘ମିସ୍‌ ସୁପର ନ୍ୟାଶନାଲ ୨୦୨୩’ର ବିଜେତା ତଥା ୟୁକୋଡୋରିଆନ ମଡେଲ ଆଣ୍ଡ୍ରିଆ ଏଗୁଇଲେରା ବିଚାରକ ଭାବେ ଯୋଗଦେଇଥିଲେ। ମଡେଲ ନେହଲ ଚୁଡାସମା ଓ ଅଭିନେତା ତନୁଜ ବିର୍‌ଓ୍ବାନୀ ଏହି ଗ୍ରାଣ୍ଡ ଫିନାଲେକୁ ହୋଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri