Posted inଜାତୀୟ

ଆଜମ ଖାନ୍‌ଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ

ଲକ୍ଷ୍ନୌ,୩୦ା୫: ଲୋକ ସଭା ନିର୍ବାଚନ ସମୟରେ ବଡ଼ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ସମାଜବାଦୀ ପାର୍ଟିର ନେତା ଆଜମ୍‌ ଖାନ୍‌। ନିର୍ବାଚନର ଶେଷ ପର୍ଯ୍ୟାୟ ଜୁନ ୧ରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭେଟେରାନ ନେତା ଆଜମ୍‌ଙ୍କୁ ଏକ ମାମଲାରେ ଦଣ୍ଡିତ କରାଯାଇଛି। ଏହା ବ୍ୟତୀତ ତାଙ୍କ ଉପରେ ଜରିମାନା ମଧ୍ୟ ଲଗାଯାଇଛି। ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଗୁରୁବାର ଡଙ୍ଗରପୁର ମାମଲାରେ ଆଜମ୍‌ଙ୍କୁ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ବ୍ୟତୀତ କୋର୍ଟ ୧୪ ଲକ୍ଷ ଟଙ୍କା ଜରିମାନା ମଧ୍ୟ କରିଛନ୍ତି। ଗତକାଲି ଆଜମ୍‌ଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଆଜମ୍‌ଙ୍କୁ ଡଙ୍ଗରପୁର କଲୋନୀକୁ ଜବରଦସ୍ତ ଖାଲି କରିବା, ଆକ୍ରମଣ, ଭଙ୍ଗାରୁଜା, ଲୁଟ୍‌ ଓ ଧମକ ଦେବା ଅଭିଯୋଗ ହୋଇଥିଲା। ମାମଲାଟି ୬ ଡିସେମ୍ବର ୨୦୧୬ର ଅଟେ। ୨୦୧୯ରେ ଆଜମ୍‌ଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି ରାମପୁରର ଏମ୍‌ପି-ଏମ୍‌ଏଲ୍‌ଏ ଅଧିବେଶନରେ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri