ବି.ଆର୍‌. ଆମ୍ବେଡକରଙ୍କ ଜନ୍ମ ଜୟନ୍ତୀରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଏନ୍‌ଏସି ଅଧ୍ୟକ୍ଷ

କେସିଙ୍ଗା,୧୪।୪: ସୋମବାର ବି ଆର୍‌ ଆମ୍ବେଡକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ। ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ସେ ଜଣେ ବ୍ୟକ୍ତି ଦଳିତ ଓ ପଛୁଆ ବର୍ଗଙ୍କ ସ୍ବାର୍ଥ ପାଇଁ ସଂଘର୍ଷରତ ଥିଲେ । ସେ ହେଉଛନ୍ତି ଭାରତରତ୍ନ ବାବା ସାହେବ ଭୀମରାଓ ଆମ୍ବେଡକର।
ତାଙ୍କ ଜନ୍ମ ଜୟନ୍ତୀରେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ ଆମ୍ବେଡକର ଛକସ୍ଥିତ ତାଙ୍କ  ପ୍ରତ୍ତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।  ଏହି ସମୟରେ ସେ ଆମ୍ବେଡକରଙ୍କୁ ମନେ ପକାଇବା ସହ ତାଙ୍କ ସ୍ମୃତିଚାରଣ କରିଥିଲେ। ଏହି ଶୁଭ ଅସରରେ ସହରବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ  ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭ କାମନା  ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Pakistan Google Trends: ପାକିସ୍ତାନ ଛାନିଆ, ଆତଙ୍କୀ ଆଟାକ୍‌ ପରେ ଗୁଗଲରେ ଏସବୁ ସର୍ଚ୍ଚ କରୁଛନ୍ତି ପାକିସ୍ତାନୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ କେବଳ ଭାରତକୁ ଦୋହଲାଇ ଦେଇନଥିଲା, ଏହାର ପ୍ରଭାବ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ଦେଖାଯାଉଛି। ଆକ୍ରମଣ ସମ୍ପର୍କରେ...

୫ ହତ୍ୟାକାରୀ, ୩ ସ୍ଥାନରେ ୧୦ ମିନିଟ୍ କରିଥିଲେ ଗୁଳିବର୍ଷା: ସାମ୍ନାକୁ ଆସିଲା ପହଲଗାମ ଆକ୍ରମଣର ଛାତିଥରା ତଥ୍ୟ

ନୂଆଦିଲ୍ଲୀ,୨୪।୪: ମଙ୍ଗଳବାର ଅପରାହ୍ନରେ ବୈସରଣ ମେଦୋରେ ଘଟିଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣ, ଯାହା ୨୬ ଜଣଙ୍କ ଜୀବନ ନେଇଛି, ତା’ର ତଦନ୍ତରୁ ଭୟଙ୍କର ଘଟଣାବଳୀ ସାମ୍ନାକୁ...

ସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ୫ ନକ୍ସଲ ନିହତ, ୧,୦୦୦ଙ୍କୁ ଘେରି ରହିଛନ୍ତି ୨୦,୦୦୦ ସୈନ୍ୟ

ବିଜାପୁର,୨୪।୪: ଦେଶରେ ଏଯାଏଁ ହୋଇଥିବା ସର୍ବବୃହତ ନକ୍ସଲ ବିରୋଧୀ ଅପରେସନ ବୋଲି କୁହାଯାଉଥିବା ଏହି ଅଭିଯାନରେ, ତିନୋଟି ରାଜ୍ୟର ୨୦,୦୦୦ରୁ ଅଧିକ ସୁରକ୍ଷା କର୍ମୀ ଛତିଶଗଡ଼ର...

ଭାରତରେ ଆକ୍ରୋଶ; କିନ୍ତୁ ଦିଲ୍ଲୀ ସ୍ଥିତ ପାକିସ୍ତାନ ହାଇ କମିଶନରେ ଉତ୍ସବ ପାଳନ, ମଗାଗଲା କେକ୍‌

ନୂଆଦିଲ୍ଲୀ,୨୪।୪:ଜମ୍ମୁ-କାଶ୍ମୀରର ଅତି ସୁନ୍ଦର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ପରେ ଦେଶରେ ପ୍ରବଳ କ୍ରୋଧ ପ୍ରକାଶ ପାଇଛି। ଦେଶରେ ପାକିସ୍ତାନ ଏବଂ ଆତଙ୍କବାଦୀଙ୍କ...

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X...

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

Pahalgam Terror Attack: ଭିଡିଓ ଜାରି କରି ଥରିଲେ ପହଲଗାମ ଆଟାକ୍‌ର ମାଷ୍ଟରମାଇଣ୍ଡ, ମୋଦିଙ୍କୁ କହିଦେଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ପ୍ରଭାବ ଏବେ ଦୃଶ୍ୟମାନ ହେବାରେ ଲାଗିଛି। ଜମ୍ମୁ-କଶ୍ମୀରର...

Jammu And Kashmir Encounter: ବଡ଼ ଆଟାକ୍‌ ପରେ ମୁହାଁମୁହିଁ ହୋଇଗଲେ ସେନା-ଆତଙ୍କବାଦୀ, ଗୁଳିରେ କମ୍ପିଲା…

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image