Categories: ଜାତୀୟ

ବାବା ଆମ୍‌ତେଙ୍କ ନାତୁଣୀଙ୍କ ଆତ୍ମହତ୍ୟା

ଚନ୍ଦ୍ରପୁର(ମହାରାଷ୍ଟ୍ର), ୩୦।୧୧-ବାବା ଆମ୍‌ତେଙ୍କ ନାତୁଣୀ ତଥା ଜଣାଶୁଣା ସାମାଜିକ କର୍ମୀ ଡ. ଶୀତଲ ଆମ୍‌ତେ-କରାଜ୍‌ଗୀ ସୋମବାର ସକାଳେ ସ୍ଥାନୀୟ ଆନନ୍ଦବନ ଆଶ୍ରମରେ ଆତ୍ମହତ୍ୟା କରିଛନ୍ତି। ସେ କୌଣସି ଅଜଣା ପଦାର୍ଥ ଇଞ୍ଜେକ୍‌ଶନରେ ନେଇଥିବା ପୋଲିସ କହିଛି। ତାଙ୍କୁ ଓ୍ବାରୋରା ରୁରାଲ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ମୃତ ଘୋଷଣା କରାଯାଇଛି।

Share