Posted inଖେଳ

କୋହଲିଙ୍କ ଜନ୍ମଦିନରେ ବାବର ଆଜମ କଲେ ଏଭଳି କାମ, ପାକିସ୍ତାନ ପ୍ରଶଂସକ କରୁଛନ୍ତି ସଲାମ..

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲି ମଙ୍ଗଳବାର ଅର୍ଥାତ ନଭେମ୍ବର ୫ରେ ନିଜର ୩୬ତମ ଜନ୍ମଦିନ ପାଳନ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜୟ ସହ ନିଜର ଖରାପ ପ୍ରଦର୍ଶନକୁ ନେଇ ଜନ୍ମଦିନର ଉତ୍ସାହ ଫିକା ପଡ଼ିଯାଇଛି। ଏହାସତ୍ତ୍ୱେ କୋହଲି ପ୍ରଶଂସକ ନିଜର ଷ୍ଟାର କ୍ରିକେଟରଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଉଛନ୍ତି। ଏସବୁ ମଧ୍ୟରେ ଜଣେ ପାକିସ୍ତାନୀ ବ୍ୟବହାରକାରୀ ଏଭଳି ପୋଷ୍ଟ ଶେୟାର କରିଛନ୍ତି, ଯାହାକି ବିରାଟଙ୍କ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଛି।

ବିରାଟଙ୍କ ଜନ୍ମଦିନରେ ବାବର ର଼୍ୟାଙ୍କିଂରେ ଏକ ସ୍ବତନ୍ତ୍ର ରେକର୍ଡ ନିଜ ନାମରେ କରିଛନ୍ତି। ଏହି ରେକର୍ଡ ହେଉଛି ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଂରେ ସର୍ବାଧିକ ସମୟ ଯାଏ ନମ୍ବର ୧ ସ୍ଥାନରେ ରହିବା। ଏହି ମାମଲାରେ ଏଯାବତ ଏସିଆର ବ୍ୟାଟ୍ସମ୍ୟାନ୍‌ ଭାବେ ରେକର୍ଡ ବିରାଟଙ୍କ ନାମରେ ଥିଲା। ସେ ୧୨୫୮ ଦିନ ଯାଏ ଦିନିକିଆ ର଼୍ୟାଙ୍କିଂରେ ପ୍ରଥମ ସ୍ଥାନରେ ଥିଲେ। ହେଲେ ବାବର ତାଙ୍କୁ ପଛରେ ପକାଇଛନ୍ତି। ସେ ୧୨୬୦ ଦିନ ସମାନ ସ୍ଥାନରେ ରହି ନୂଆ ରେକର୍ଡ କରିଛନ୍ତି। ଏହାକୁ ନେଇ ପାକିସ୍ତାନର ପ୍ରଶଂସକମାନେ ଖୁସିବ୍ୟକ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠୁ ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଖୋ ଖୋ ଫେଡେରେଶନ ଅଫ୍‌ ଇଣ୍ଡିଆ ଏବଂ ଓଡ଼ିଶା ଖୋ ଖୋ ଆସୋସିଏଶନର ମିଳିତ ସହଯୋଗରେ ୫୭ତମ ସିନିୟର ନ୍ୟାଶନାଲ ଖୋ...

ଧୋନିଙ୍କ ବଡ଼ ଦୃଦୟ, ଆଶାବାଡ଼ି ଧରି ଚାଲୁଥିବା ରାହୁଲ ଦ୍ରାବିଡଙ୍କୁ ଭେଟି ପଚାରିଲେ…

ନୂଆଦିଲ୍ଲୀ,୩୧।୩: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ଗତ ରବିବାର, ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ ରନର ନିକଟତମ...

IPL 2025: ଦ୍ୱିତୀୟ ବିଜୟ ସହ ୨ୟରେ ଦିଲ୍ଲୀ, ଷ୍ଟାର୍କଙ୍କୁ ୫ ଉଇକେଟ

ବିଶାଖାପାଟଣା, ୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ଉଇକେଟରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ...

ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ

ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ...

୧୦,୦୦୦ ମିଟର ରେସ୍‌ରେ ଗୁଲ୍‌ବୀରଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୩୦ା୩: କାଲିଫର୍ନିଆର ସାନ୍‌ ଜୁଆନ କାପିଷ୍ଟ୍ରାନୋଠାରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ଅନ୍ତର୍ଗତ ଦି ଟେନ୍‌ ଟ୍ରାକ୍‌ ଫେଷ୍ଟିଭାଲ ଇଭେଣ୍ଟର ୧୦, ୦୦୦ ମିଟର ରେସ୍‌ରେ...

ବଡ଼ ଖବର: ପୁଣି ଅଷ୍ଟ୍ରେଲିଆ ଯିବ ରୋହିତ ବାହିନୀ, ଏଥର ୮ ମ୍ୟାଚ୍‌

ମେଲବୋର୍ନ,୩୦ା୩: ଭାରତୀୟ କ୍ରିକେଟ ଦଳର ଚଳିତବର୍ଷ ପରବର୍ତ୍ତୀ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ୩ ଅନ୍ତର୍ଜାତୀୟ ଦିନିକିଆ ଓ ୫ ଅନ୍ତର୍ଜାତୀୟ ଟି୨୦...

ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍‌ ପାଇଁ ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ...

IPL ପଏଣ୍ଟ ଟେବୁଲ୍‌ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍‌କୁ ପଛରେ ପକାଇ…

ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image