Posted inଫୁରସତ

ଜଙ୍ଗଲରେ ମନଖୋଲି ନାଚୁଛି ଭାଲୁଛୁଆ, ଭିଡିଓ ଦେଖନ୍ତୁ…

ଶୈଶବ ସଦାକାଳ ସୁନ୍ଦର। କୋମଳତା ସହ ଚପଳତାରେ ଭରପୂର। ସେ ମଣିଷ ଛୁଆଟିଏ ହେଉ ଅବା ପଶୁ, ସମସ୍ତଙ୍କ ନିକଟରେ ସ୍ବତନ୍ତ୍ରତା ରହିଥାଏ। ଅନେକ ସମୟରେ ଛୁଆମାନେ ଏମିତି ବ୍ୟବହାର କରନ୍ତି ଯାହା ଉପରେ ବିଶ୍ୱାସ କରିବା କଷ୍ଟକର ହୋଇଥାଏ। ଏହି କ୍ରମରେ ଭାଲୁ ଛୁଆର ଏକ ଭିଡିଓ ବେଶ ଭାଇରାଲ ହେଉଛି। ଯିଏ ବି ଏହି ଭିଡିଓ ଦେଖୁଛି ବାରମ୍ବାର ଦେଖିବାକୁ ଇଚ୍ଛା ହେଉଥିବା କହୁଛି।

ଭିଡିଓଟି ଏକ ଜଙ୍ଗଲ ଭିତରେ ବୁଲୁଥିବା ଭାଲୁ ଛୁଆର। ହଠାତ ସେ ମସ୍ତି କରିବାକୁ ଯାଇ ଗୋଡ ଦୁଇଟିକୁ ଟେକି ନାଚିବାକୁ ଲାଗୁଛି। ଏହି ରୂପରେ ସେ ବେଶ ସୁନ୍ଦର ଲାଗୁଛି। ଟୁଇଟରରେ ଏହି ଭିଡିଓକୁ @Yoda4ever ଆକାଉଣ୍ଟରୁ ଶେୟାର କରାଯାଇଛି। ଏଯାବତ ଏହାକୁ ୨୩ ଲକ୍ଷରୁ ଅଧିକ ଲୋକ ଦେଖି ସାରିଛନ୍ତି। ସେହିଭଳି ଲକ୍ଷାଧିକ ଲୋକ ଏହାକୁ ପସନ୍ଦ କରିବା ସହ ୧୯ ହଜାର ଲୋକ ରିଟୁଇଟ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଆଇପି ପାସ୍‌ କିଣି କବରସ୍ଥାନ ପରିଦର୍ଶନ

ଲଣ୍ଡନ: କୌଣସି ସ୍ବପରିଜନ କିମ୍ବା ନିକଟ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଗଲେ, କେବଳ ତାଙ୍କର ସ୍ମୃତି ପରିବାର ଲୋକ ଏବଂ ବନ୍ଧୁବାନ୍ଧବଙ୍କ ସହ ରହିଯାଇଥାଏ। ତେବେ ଯେଉଁ...

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ...

କପେ ଚା’କୁ ଲକ୍ଷେ ଟଙ୍କା

ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍‌ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର...

ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…

ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ...

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ...

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ...

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri