ବଡ଼ବିଲ-ପୁରୀ ଟ୍ରେନ୍‌ ଟାଇମ୍‌ ବଦଳିଲା

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍‌ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍‌ ଚାଲିବ। ଟ୍ରେନ୍‌ ସକାଳ ୯ଟା ୩୦ରେ ବଡ଼ବିଲ ଛାଡ଼ିବ ଏବଂ ଅପରାହ୍ନ ୧.୨୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ। ସେହିପରି ଭୁବନେଶ୍ୱରରେ ସନ୍ଧ୍ୟା ୫.୫୫ରେ ଛାଡ଼ି ରାତି ୮ଟା ୧୫ରେ ପୁରୀରେ ପହଞ୍ଚିବ ବୋଲି ସୂଚନା ମିଳିଛି। ଅକ୍ଟୋବର ୧ରୁ ଏହି ସମୟରେ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୭ ଶହ ୨୨ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri