ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ ଆହତଙ୍କୁ ୧ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ନେଇ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ରେସକ୍ୟୁ ଏବଂ ରିଲିଫ୍‌ କର୍ମୀଙ୍କୁ ନିଯୁକ୍ତି କରାଯାଇଛି ବୋଲି ଷ୍ଟାଲିନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ...

ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ...

କାହିଁକି ଅର୍ଦ୍ଧନଗ୍ନ ହେଲେ ଭାଜପା ନେତା, ହଠାତ୍‌ ଶରୀରକୁ କଲେ ପ୍ରହାର

ଚେନ୍ନାଇ,୨୭।୧୨: ତାମିଲନାଡୁର ଆନ୍ନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ତୀବ୍ର ହେବାରେ ଲାଗିଛି। ଏହି ଘଟଣା ରାଜ୍ୟ ରାଜନୀତିରେ ଉତ୍ତେଜନା ସୃଷ୍ଟି କରିଛି।...

ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…

ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ।...

କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ

କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।...

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ...

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ ।...

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri