ମାଉସୀ ମା’ ଘରେ ପୋଡ଼ ପିଠା ଖାଇଲେ ବଡ଼ ଠାକୁର

ପୁରୀ,୧୫।୭: ମାଉସୀ ମା’ ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି। ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି। ବଡ଼ ଠାକୁରଙ୍କ ପଛରେ ଆସୁଛି କାଳିଆସାଆନ୍ତଙ୍କ ନନ୍ଦିଘୋଷ । ବଳଭଦ୍ରଙ୍କ ପରେ, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ରଥ ମାଉସୀମା ମନ୍ଦିରରେ ପହଞ୍ଚି ପୋଡ ପିଠା ଖାଇବେ ।ଆଜି ବାହୁଡା ଯାତ୍ରା ଜନ୍ମବେଦୀରୁ ଶ୍ରୀମନ୍ଦିର ଫେରିବେ ୩ ଠାକୁର।

Share