ବଳଭଦ୍ର ରଥାରୁଢ ହେବା ପରେ ଦେବୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ

ପୁରୀ,୨୮।୬(ଅଜିତ ମହାନ୍ତି): ଜନ୍ମବେଦିରେ ଲୀଳାଖେଳା ସାରି ଆଜି ପୁଣି ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ହୋଇଛନ୍ତି ତିନି ରଥ। ଧାଡ଼ି ପହଣ୍ଡିରେ ଦର୍ପଦଳନରେ ଶ୍ରୀସୁଦର୍ଶନ ବିରାଜମାନ କରିସାରିବା ପରେ ଶ୍ରୀ ବଳଭଦ୍ରଙ୍କ ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି। ପରେ ମା’ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି।

Share