ବଳଭଦ୍ରଙ୍କର ପହଣ୍ଡିବେଳେ ଅଘଟଣ: ଅଣ ସେବାୟତଙ୍କୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୦।୭: ଆଡପ ମଣ୍ଡପ ପହଣ୍ଡି ବିଜେବେଳେ ରଥରୁ ଖସି ପଡିଥିଲେ ମହାପ୍ରଭୁ ବଳଭଦ୍ର। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ରିପୋର୍ଟରେ ଆଇନ ମନ୍ତ୍ରୀ ଦର୍ଶାଇଛନ୍ତି, ଏହା ସାମାନ୍ୟ ଦୁର୍ଘଟଣା ଥିଲା। ଏହା ଲୀଳାମୟଙ୍କ ଲୀଳା। ଆହତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି। ରଥ ଉପରେ ଅଣସେବାୟତ ରହିବାର ଠୋସ ଅଭିଯୋଗ ନାହିଁ। ଆଗକୁ ଶୃଙ୍ଖଳିତ ନୀତି ପାଇଁ ପରିଚାଳନା ବୈଠକରେ ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।

କହିରଖୁଛୁ କି, ପହଣ୍ଡି ବିଜେବେଳେ ହୋଇଥିବା ବଡ଼ ବିଭ୍ରାଟରେ ଅଣ ସେବାୟତଙ୍କୁ ଦାୟୀ କରାଯାଉଛି। ଦୁର୍ଘଟଣାରେ ଆହତ ହୋଇଥିବା ଜଣେ ସେବାୟତ ପ୍ରତିକ୍ରିୟା ରଖି କହିଛନ୍ତି, ରଥ ଉପରେ ଆବଶ୍ୟକତାଠାରୁ ଅଧିକ ସେବାୟତ ରହୁଛନ୍ତି । ଅଧିକ ସେବାୟତ ଥିବାରୁ ଏପରି ଅଘଟଣ ଘଟିଛି। ପ୍ରଭୁଙ୍କ ପଛ ପଟେ ଥିବା ଡୋର ଖସିଗଲା, ଯିଏ ଧରିବା କଥା ଭଲରେ ଧରି ନ ଥିଲେ । ଯେଉଁ ସେବାୟତଙ୍କର ପହଣ୍ଡି ସେବା ନାହିଁ ସେମାନେ ଆସି ପହଣ୍ଡି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri