ନଭେମ୍ବର ୧ରେ ହେବ ବଲାଙ୍ଗୀର ଦିନ୍‌ ଉତ୍ସବ

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୧ରୁ ‘ବଲାଙ୍ଗୀର ଦିନ୍‌’ଉତ୍ସବ ପାଳନ କରାଯିବ। ଏନେଇ ସୋମବାର ସ୍ଥାନୀୟ ପିପି ଏକାଡେମୀ ହଲରେ ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ପକ୍ଷରୁ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା।

ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୧ ତାରିଖ ବଲାଙ୍ଗୀର ଦିନ୍‌ ଉତ୍ସବକୁ କିଭଳି ଧୁମ୍‌ଧାମ୍‌ରେ ପାଳନ କରାଯିବ ସେନେଇ ଆଲୋଚନା ହୋଇଥିଲା।

ବୈଠକରେ କମିଟି ସଂଯୋଜକ ବିନୋଦ କାଲସାଏ, ଲୋଟସ ଷଡଙ୍ଗୀ, ଦିନେଶ ଶର୍ମା, ପ୍ରତାପ ରଥ, ସଙ୍ଗୀତା ଦାଶ, ନୂତନ ଦାସ, ସରିତା ଦାଶ, କପିଳେଶ୍ୱର ଖମାରୀ, ପ୍ରଭାକର ମିଶ୍ର, ଜୟନ୍ତ ମହାନ୍ତି, ଟିକଲ ପୁଟେଲ, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥି, ଦେବେନ୍ଦ୍ର ନାଏକ, ସୁନୀଲ ବିଶ୍ୱାଳ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉତ୍ସବକୁ ସଫଳ ପରିଚାଳନା କରିବା ପାଇଁ ବିଭିନ୍ନ କମିଟିକୁ ପୁନର୍ଗଠିତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ଦେଲେ ବଡ଼ ବୟାନ: ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨...

କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ

କୋକସରା,୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ କରାଯାଇଛି। ସିଡିପିଓ ସରୋଜା ଲତା...

ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି...

ସାହାଣୀ କପ ଫୁଟବଲ: କନ୍ଧମାଳ-ବଲାଙ୍ଗିର ବିଜୟୀ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା...

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଟ୍ରକ୍, ବାଇକ୍ ମଧ୍ୟରେ ଧକ୍କା: ମା’ ବାପାଙ୍କ ସମେତ ପୁଅର ଭାଙ୍ଗିଲା ଗୋଡ଼

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଆଇ ଟି ଆଇ ସମ୍ମୁଖରେ ଅପରାହ୍ନରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ...

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri