ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଳରାମ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ଋଣ ବୃଦ୍ଧି, ଏଣିକି ପାଇବେ…

ଭୁବନେଶ୍ୱର,୨୯।୧: ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ‘ବଳରାମ’ ଯୋଜନାରେ ଭୂମିହୀନ ଚାଷୀଙ୍କୁ ବିନା ବନ୍ଧକରେ ରିହାତି ଦରରେ ପ୍ରଦାନ କରୁଥିବା ଋଣର ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ପୂର୍ବରୁ ଏହି ଋଣ ପରିମାଣ ୧ଲକ୍ଷ ୬୦ହଜାର ଟଙ୍କା ଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ନିର୍ଦ୍ଦେଶନାମା ପରେ ରାଜ୍ୟ କୃଷି ବିଭାଗ ପକ୍ଷରୁ ‘ବଳରାମ’ ଯୋଜନାର ହିତାଧିକାରୀଙ୍କୁ ଦେଉଥିବା ଋଣ ପରିମାଣକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ରାଜ୍ୟରେ ଆତ୍ମହତ୍ୟା କରୁଥିବା ଅଧିକାଂଶ ଚାଷୀ ହେଲେ ଭାଗଚାଷୀ। ନିଜସ୍ବ ଜମି ପଟ୍ଟା ନଥିବାରୁ ସମବାୟ ସମିତି କିମ୍ବା ବ୍ୟାଙ୍କ ପକ୍ଷରୁ ଏମାନଙ୍କୁ କୃଷି ଋଣ ମିଳେ ନାହିଁ। ମହାଜନ କିମ୍ବା ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ଠାରୁ ମାତ୍ରାଧିକ ସୁଧରେ ଋଣ ନେବାକୁ ସେମାନେ ବାଧ୍ୟ ହୁଅନ୍ତି ଏବଂ ପରିଶୋଧ କରିବାରେ ସବୁ ଅର୍ଥ ସରିଯାଏ। ଯେତେ ପରିଶ୍ରମ କଲେ ମଧ୍ୟ ସେମାନେ ଆର୍ଥିକସ୍ଥିତି ସୁଦୃଢ ହୋଇପାରେ ନାହିଁ। ଏହି ସ୍ଥିତିକୁ ଅନୁଧ୍ୟାନ କରି ୨୦୨୦ରେ ବଳରାମ ଯୋଜନା ଆରମ୍ଭ ହୋଇଥିଲା। ଏଥିରେ ଚାଷୀଙ୍କୁ ୧.୬ ଲକ୍ଷ ଟଙ୍କା ଋଣ ଦିଆଯିବା ନେଇ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri