ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।

Share