କେନ୍ଦୁଝର, ୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରର ମାଇନିଂ ରୋଡସ୍ଥିତ ନିର୍ମଳା କନଭେଣ୍ଟ ସ୍କୁଲ ପରିସରରେ ସିଆଇଏସ୍ସିଇ ତରଫରୁ ରାଜ୍ୟସ୍ତରୀୟ ଖୋ-ଖୋ ଏବଂ ଟାଏକୋଣ୍ଡୋ ପ୍ରତିଯୋଗିତା ଶନିବାର ଉଦ୍ଯାପିତ ହୋଇଛି। ୭ ଜୋନ୍ର ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ୧୪ ବର୍ଷରୁ କମ୍,୧୭ ବର୍ଷରୁ କମ୍ ଏବଂ ୧୯ ବର୍ଷରୁ କମ୍ ଏହିପରି ୩ଟି ବର୍ଗରେ ଖୋ-ଖୋ ଖେଳରେ କେବଳ ଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ୩ଟି ଯାକ ବୟସ ବର୍ଗରେ ବାଲେଶ୍ୱର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ଟାଏକୋଣ୍ଡୋ ପ୍ରତିଯୋଗିତାରେ ଉକ୍ତ ୩ଟି ବର୍ଗରେ ଉଭୟ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ
ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର...

Jammu Kashmir Terror Attack: ଚିହ୍ନଟ ହେଲେ ଆତଙ୍କବାଦୀ, ଏବେ ଏୟାରଷ୍ଟ୍ରାଇକ୍…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀର ପୋଲିସ ପହଲଗାମ ଆତଙ୍କବାଦୀ ଆକ୍ରମଣର ତିନି ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍କେଚ ଜାରି କରିଛି। ଏହି ସନ୍ଦିଗ୍ଧମାନଙ୍କୁ ଆସିଫ ଫୁଜି,...

PSL: ପଡ଼ିଆ ମଝିରେ ଓ୍ବିକେଟ କିପରଙ୍କୁ ମୁଥ ମାରିଲେ ବୋଲର, ଲହୁଲୁହାଣ ହେଲା…
ଇସଲାମାବାଦ,୨୩।୪: ପାକିସ୍ତାନ ସୁପର ଲିଗ ବା PSL ଆରମ୍ଭ ହେବା ଦିନଠାରୁ, କିଛି ବିବାଦ ଏବଂ ଘଟଣା ଘଟିଛି ଯାହା କ୍ରିକେଟକୁ ବାରମ୍ବାର ହସର ଖୋରାକ...

ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା
ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି...

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ
ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍ ନିକଟରେ ଥିବା ୬ଟି ଦୋକାନ ଘରକୁ...

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼
ଶ୍ରୀନଗର,୨୩।୪: ପହଲଗାମ୍ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ...

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି
ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ସକାଳୁଆ ଅଫିସ ନିର୍ଦ୍ଦେଶକୁ ଅବମାନନା: ୧୦ଟାରେ ଖୋଲୁଛି ଆରଡବ୍ଲୁଏସଏସ, ଆରଡି ଅଫିସ
ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦେଖି ସରକାର ବୁଧବାର (ଆଜି ଠାରୁ) ବିଦ୍ୟାଳୟ ଓ କଲେଜ ଗୁଡିକ ବନ୍ଦ ଘୋଷଣା କରିଛନ୍ତି। ଯେଉଁଠି ପରୀକ୍ଷା ଚାଲିଛି...