Advertisement

ଏବର୍ଷ ହେବନି ବାଲିଯାତ୍ରା

କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ। ସାମୂହିକ ଭାବେ କଟକରେ ବୋଇତ ବନ୍ଦାଣ ଉତ୍ସବ ମଧ୍ୟ ହେବ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share